-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଜିଲ୍ଲା ଗସ୍ତ ନେଇ କଂଗ୍ରେସ ର ତୀବ୍ର ପ୍ରତିକ୍ରିୟା: ଟିଟିଲାଗଡ଼ବାସୀ ଙ୍କ ସବୁ ଦାବିକୁ ମୁଖ୍ୟମନ୍ତ୍ରୀ ବେଖାତିର କରି ଆସିଛନ୍ତି

21-Sep-2021



ଟିଟିଲାଗଡ଼ (ପ୍ରେରଣା ଖବର ): ଆଗାମୀ ୨୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । ତେବେ ଟିଟିଲାଗଡ଼ର ସବୁଠାରୁ ପୁରଣା ଦାବୀ ” ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା” ବର୍ତ୍ତମାନ ସକ୍ରିୟ ହୋଇଛି । ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବୀ ନେଇ ବିଭିନ୍ନ ସଂଗଠନ ଦ୍ୱାରା ଦାବୀ ହୋଇଆସୁଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗସ୍ତକୁ ବିରୋଧ କରି ଆଜି ଜିଲ୍ଲା ମାନ୍ୟତା ଦାବୀ ସହିତ ସ୍ୱାସ୍ଥ୍ୟ ବିଭାଗର ଅନେକ ସମସ୍ୟା, ଶିକ୍ଷା ବିଭାଗକୁ ସୁଦୃଡ଼ କରିବାକୁ ନେଇ ଟିଟିଲାଗଡ଼ କଂଗ୍ରେସ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଏକ ପ୍ରେସ ମିଟ ଆୟୋଜିତ କରାଯାଇଥିଲା । ବ୍ଲକ ସଭାପତି ବିକାଶ ପାଣିଗ୍ରାହୀଙ୍କ ସଭପତିତ୍ୱରେ ଆୟୋଜିତ ଏହି ପ୍ରେସମିଟରେ ଟିଟିଲାଗଡ଼ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇଙ୍କ ଉପସ୍ଥିତରେ ଅନେକ କଂଗ୍ରେସ ନେତା ଯୋଗଦେଇଥିଲେ । ପୂର୍ବତନ ମନ୍ତ୍ରୀ ଶ୍ରୀ ଭୋଇ ଅଭିଯୋଗ କରି କହିଥିଲେ ଯେ, ଦଳ ଏହି ଗସ୍ତକୁ ବିରୋଧ କରୁଛି ଯେହେତୁ କଂଗ୍ରେସ ଦଳ ବିଭିନ୍ନ ସମୟରେ ଟିଟିଲାଗଡକୁ ଜିଲ୍ଲା ମାନ୍ୟତା ଦାବୀ କରି ବିଧାନସଭାରେ ଉଠେଇସାରିଛି । କିନ୍ତୁ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ବାସୀଙ୍କ ଦାବୀକୁ ସବୁ ସମୟରେ ବେଖାତିର କରି ଆସୁଛନ୍ତି, ତା’ ସହିତ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନାକୁ ମଧ୍ୟ ବିରୋଧ କରି କହିଛନ୍ତି ଯେ, ସରକାରୀ ଡାକ୍ତରଖାନାରେ ଡାକ୍ତର ଅଭାବ ଆଉ ସମ୍ପୂର୍ଣ ସୁବିଧା ନ ରହିବା ଯୋଗୁଁ ଲୋକଙ୍କୁ ବେସରକାରୀ ହସ୍ପିଟାଲ ପଠାଇବାକୁ ଯୋଜନା କରିଛି ଏ ସରକାର। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଘୋଷଣା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ଭାଷଣ ମାରି ନିର୍ବାଚନ ସରିବା ପରେ ଚୁପ ରହିଲେ କାହିିଁକି ବୋଲି ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି,ସେହିପରି ଟିଟିଲାଗଡ଼ ରେ ସରକାରୀ ଓ ବେସରକାରୀ  ବସଷ୍ଟାଣ୍ଡ ଟିଏ ନ ଥିବାରୁ ରାସ୍ତା ରେ ଯାତ୍ରୀ ହଟହଟା ହେବା ସହ ସରକାରୀ ବସ ଚଳାଚଳ ବ୍ୟବସ୍ଥା ନାହିଁ ବୋଲି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ । ସ୍ଥାନୀୟ ଡି.ଏ.ଭି. କଲେଜକୁ ୟୁ.ଜି.ସି. ଗ୍ରାଣ୍ଡରେ ଅନ୍ତର୍ଭୁକ୍ତ କରାଯାଉ, ସଇଁନ୍ତଲା ପଂଚାୟତ ସମିତି କଲେଜରେ ଶିକ୍ଷକ ପୁରଣ କରାଯାଉ, ତୁଷୁରାରେ ସରକାରୀ ମହିଳା ମହାବିଦ୍ୟାଳୟ ଖୋଲାଯାଉ, ସଇଁନ୍ତଲାକୁ ଏନ୍‌ଏସି ଦାବୀ ସହିତ ବିଭିନ୍ନ ଦାବୀ ରଖି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛନ୍ତି । ଏହି ପ୍ରେସମିଟରେ ପି.ସି.ସି. ସଦସ୍ୟ ଡମ୍ବରୁଧର ଛତ୍ରିଆ, ପୂର୍ବତନ ବ୍ଲକ ସଭାପତି ଝସକେତନ ଛତ୍ତର, ଜିଲ୍ଲା ସେବାଦଲ ପ୍ରମୁଖ ଦେବାନନ୍ଦ ସାହୁ, ପୂର୍ବତନ ଜିଲ୍ଲା ଉପସଭାପତି ତୁଳସୀ ସାହୁ, ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ବିରେନ୍ଦ୍ର ବାଗ, ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଯୁବ ନେତା ଅଭିଷେକ ପଟ୍ଟନାୟକ, ପୂର୍ବତନ କାଉନସିଲର କୃଷ୍ଣଚନ୍ଦ୍ର ସରାଫ, ବରିଷ୍ଠ କଂଗ୍ରେସ ନେତା ଅଭୟ ସାହୁ, ଯୁବ ନେତା ସୁରଜ ବେହେରା, ସହିତ ବହୁ କଂଗ୍ରେସ ନେତାଓ କର୍ମୀ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like