-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ନବବଧୂର ସନ୍ଦେହ ଜନକ ମୃତ୍ୟୁ

21-Sep-2021



ସୋରଡା(ଉମା ମହାରଣା): -ଗଞ୍ଜାମ ଜିଲ୍ଲା ବଡଗଡ଼ ଥାନା ଏକଲପୁର ଗ୍ରାମରେ ଅଭାବନୀୟ ଘଟଣା।ଘର ଭିତରେ ନବବଧୂର ସନ୍ଧେହ ଜନକ ମୃତ୍ୟୁ।ମୃତକ ଜଣକ ହେଲେ ଲଷ୍ମୀ ବେହେରା।ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମର ତନାଘନା ଜାରି।ସୂଚନାମୁତାବକ ଦେଢ଼ବର୍ଷ ପୂର୍ବରୁ ଏକଲପୁର ଗ୍ରାମର ତପସ୍ୱୀ ବେହେରା ଙ୍କ ପୁଅ ଶ୍ରୀକାନ୍ତକୁ ଲଷ୍ମୀ ବିବାହ କରିଥିଲେ।ବିବାହ ପରଠୁ ଶାଶୁ ଘର ଲୋକେ ଯୌତୁକ ନିର୍ଯ୍ୟାତନା ଦେଇଆସୁଥିଲେ।ଆଜି ସକାଳୁ ଲଷ୍ମୀଙ୍କ ମୃତ୍ୟୁ ଖବର ଶୁଣି ଝିଅ ଘର ଲୋକେ ଆସି ପହଂଚିବା ପରେ ପୋଲିସ କୁ ଖବର ଦେଇଥିଲେ।ବଡଗଡ଼ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛନ୍ତି।କେଉଁ କାରଣରୁ ଲଷ୍ମୀଙ୍କ ମୃତ୍ୟୁ ହୋଇଛି ତାହା ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି କହିଛି ପୋଲିସ।ଝିଅ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ସ୍ବାମୀ ଓ ଶଶୁରକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like