-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଉପଚାର ସଚେତନତା କାର୍ଯ୍ୟକ୍ରମ   

21-Sep-2021



ବଲାଙ୍ଗିର,(ପ୍ରେରଣା ଖବର)- ଦୁର୍ଘଟଣା ଗ୍ରସ୍ତ ବା ଅସୁସ୍ଥ ବ୍ୟକ୍ତିକୁ ସଠିକ ସମୟରେ ପ୍ରାଥମିକ ଉପଚାର ଯୋଗାଇ ସୁରକ୍ଷିତ ଭାବରେ ବ୍ୟକ୍ତିକୁ ଡାକ୍ତରଖାନାକୁ ପହଞ୍ଚାଇ ଅମୂଲ୍ୟ ଜୀବନକୁ ବଞ୍ଚାଯାଇପାରିବ । ଏହି ଭାବନାକୁ ଲକ୍ଷ କରି ଭାରତୀୟ ରେଡକ୍ରସ ସୋସାଇଟୀ, ଓଡିଶା ଶାଖାର ଆହ୍ୱାନ କ୍ରମେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆ ପଦର ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ୟୁନିଟ ତରଫରୁ

ପ୍ରାଥମିକ ଉପଚାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ-୧୯ ମାର୍ଗର୍ଶିକା ପାଳନ କରି ପ୍ରଧାନ ଶିକ୍ଷୟତ୍ରୀ ରଂଜିତା ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ଜୁନିୟର ରେଡକ୍ରସ କାଉନ୍ସେଲର ତଥା ପ୍ରାଥମିକ ଉପଚାରିକା ରଶ୍ମିରାଣୀ ଦାଶ ପ୍ରାଥମିକ ଉପଚାର ବିଷୟରେ  ଛାତ୍ରଛାତ୍ରୀ ତଥା ଶିକ୍ଷକଶିକ୍ଷୟତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଶ୍ରୀମତୀ ଦାଶ ପ୍ରଥମେ ପ୍ରାଥମିକ ଉପଚାରର ଲକ୍ଷ୍ୟ,ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟ୍ରେସନ ମାଧ୍ୟମରେ କ୍ରାଉଡ ମ୍ୟାନେଜମେଣ୍ଟ, କେଜୁଆଲିଟୀ ମ୍ୟାନେଜମେଣ୍ଟ, ସକ୍‌, ରକ୍ତ ସ୍ରାବ, ବେଣ୍ଡେଜ୍‌, ମୁର୍ଚ୍ଛା ଆଦି ବିଷୟରେ ଶିକ୍ଷକ ଶିକ୍ଷାର୍ଥୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ପ୍ରାଥମିକ ଉପଚାର ଜ୍ଞାନକୁ ଠିକ ସମୟରେ ଠିକ ସ୍ଥାନରେ ଉପଯୋଗ କରି ଅନ୍ୟର ସହାୟକ ଭାବରେ କାର୍ଯ୍ୟ କରିବାକୁ ପ୍ରଧାନଶିକ୍ଷୟତ୍ରୀ  ରଂଜିତା ତ୍ରିପାଠୀ ମତ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷାର୍ଥୀ, ବିଦ୍ୟାଳୟ ପରିଚାଳନା କମିଟୀର ସଭାପତି ସରୋଜ ଡାଙ୍ଗ,  ଶିକ୍ଷୟତ୍ରୀ ତପସ୍ୱିନୀ ଦାଶ, ତବସୁମ୍ ଜାହାନ୍ ବେଗମ୍ , ଝରଣା ପାତ୍ର, ପୌର୍ଣ୍ଣବାସୀ ଆଚାର୍ଯ୍ୟ, ନରେନ୍ଦ୍ରୀ ଛାନ୍ଦ, ପ୍ରେମ ମଞ୍ଜରୀ ସିଂହ, ଶିକ୍ଷକ ଗିରିଶ ସେଠ୍‌, ଦେବେନ୍ଦ୍ର ବିଶ୍ୱାଳ, ନବିନ ଗାଇଗରିଆ, ଟୁନା ପାତ୍ର ଉପସ୍ଥିତ ଥିଲେ । ଶେଷରେ ଖେଳ ଶିକ୍ଷକ ପ୍ରଦ୍ୟୁମ୍ନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like