-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀଙ୍କୁ ଚପଲ ମାଡ଼ ର ପୁନରାବୃତ୍ତି ସହ ମନ୍ତ୍ରୀଙ୍କ ହୋଡିଙ୍ଗ ରେ କାଳି ବୋଲିଵା, ଏହା ଟ୍ରେଲର ବୋଲି କହିଲେ ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଦସ୍ୟ ନରସିଂହ ସିଂ

22-Sep-2021



ଟିଟିଲାଗଡ଼ (ପ୍ରେରଣା ଖବର ): ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନଵୀନ ପଟନାୟକ ବଲାଙ୍ଗୀର ଜିଲାସ୍ତରୀୟ ବିଜୁ ସ୍ୱାସ୍ଥ୍ୟ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ ତଥା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ତେବେ ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଦିନକୁ ଦିନ ଉତ୍କଟ ହେଉଛି। ସାତ ଆଠ ଦିନରେ ଥରେ ମାସକୁ ମାତ୍ର ଦୁଇ,ତିନି ଥର ଜନ ସ୍ୱାସ୍ଥ୍ୟ ବିଭାଗ ଜଳ ଯୋଗାଣ କରୁଛି। ଏହାକୁ ନେଇ ଗତକାଲି ସ୍ଥାନୀୟ ଝଙ୍କରପଡା, 

ଦେବନ୍ଧ ପଡାବାସୀ ନବୀନଙ୍କ ଫଟୋ ସହ ଜଳ ଜୀବନ ମିଶନ ହୋର୍ଡିଙ୍ଗ ତଳେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ନବୀନଙ୍କ ଫଟୋରେ କାଳି ବୋଳିଥିଲେ। ବିଜେପି ରାଜ୍ୟ ଯୁବ ମୋର୍ଚା ସଦସ୍ୟ ନରସିଂହ ସିଂ, ଜିଲା ଯୁବ ସମ୍ପାଦକ ପବିତ୍ର ସାହୁ ତଥା ବହୁ ସଂଖ୍ୟାରେ ମହିଳା ଉପସ୍ଥିତ ଥିଲେ । ଜିଲ୍ଲା ମାନ୍ୟତା ଦୂରର କଥା ସ୍ୱାସ୍ଥ୍ୟ ସେବା, ସ୍ଥାୟୀ ବସଷ୍ଟାଣ୍ଡ, ସ୍ଥାନୀୟ ହାଟପଦା ପଡ଼ା ରେଳ ଅଣ୍ଡରବ୍ରିଜ ନିର୍ମାଣ ପରି ଘୋଷଣା କେବଳ ଭାଷଣରେ ରଖି ରଜନୀତି କରି ମନ୍ତ୍ରୀ ଓ ସ୍ଥାନୀୟ ବିଧାୟିକା ଟିଟିଲାଗଡ଼କୁ ବିଶ୍ଵାସଘାତକତା କରିଛନ୍ତି l

ଏହାକୁ କଦାପି ବରଦାସ୍ତ ଜରାଯିବନି ଓ ହୋଡିଙ୍ଗରେ କଳା ବୋଳିବା କେବଳ ଟ୍ରେଲର ବୋଲି କହିଛନ୍ତି ଶ୍ରୀ ସିଂ । ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବରୁ ହୋଇଥିବା ଚପଲମାଡ଼ ଘଟଣା ପରି  ପୁନରାବୃତ୍ତି କରାଯିବ ବୋଲି ଚେତାବନୀ ଦେଇଛନ୍ତି ନରସିଂହ ସିଂ । ଏ ସବୁ ନେଇ ସୁରକ୍ଷା ବ୍ୟବସ୍ଥା ଜୋରଦାର କରାଯାଇଥିବା ପ୍ରଶାସନ ତରଫରୁ ସୂଚନା ମିଳିଛି । ବିଜେପି ଦଳର କିଛି ସଦସ୍ୟ ତଥା ରାଜ୍ୟ ଯୁବ ମୋର୍ଚ୍ଚା ସଦସ୍ୟ ଶ୍ରୀ ସିଂହଙ୍କୁ ଟିଟିଲାଗଡ଼ ଥାନାରେ ଅଟକ ରଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like