-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||     

HOME   ଜିଲ୍ଲା

ଗୋରୁ ଚାଲାଣକାରୀର ଗୁଳି ଫାୟାରିଂ

22-Sep-2021



ଲୋଇସିଂହା (ସନ୍ତୋଷ କୁମାର ଠାକୁର) : ଗୋଚାଲାଣ ରୋକିବା ବେଳେ ଗୋଚାଲାଣକାରୀ ୨ରାଉଣ୍ଡ ଗୁଳି ଫାୟାରିଂଙ୍ଗ କରିଥିବା ଅଭିଯୋଗ ହୋଇଛି। 

ସୂଚନା ଅନୁଯାୟୀ ଲୋଇସିଂହା ବଜରଙ୍ଗ ଦଳର ସଦସ୍ୟ ଗତକାଲି ରାତି ପ୍ରାୟ ୧୦ ଟା ସମୟରେ ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଝାରବନ୍ଧଲି ଗ୍ରାମ ଠାରେ ଗୋରୁ ଚାଲାଣ ହେଉଥିବା ଖବର ପାଇ ଥିଲେ। ବଜରଙ୍ଗ ଦଳର ସଦସ୍ୟ ଚନ୍ଦ୍ର ମେହେର, ରେପେନ ମେହେର ଓ ସୁରେଶ ନାଗ ଉକ୍ତ ସ୍ଥାନରେ ପହଞ୍ଚି ଗୋଚାଲାଣ କୁ ବିରୋଧ କରିଥିଲେ। ଏହି ସମୟରେ ଚାରିଜଣ ସାମ୍ବାଦିକ ସୁଶିଲ ମିଶ୍ର, ଦେବେନି ପୁଟେଲ, ସରୋଜ ପଧାନ ଓ ବିନୋଦ ଦୀପ ଖବର ସଂଗ୍ରହ ପାଇଁ ଉପସ୍ଥିତ ଥିଲେ। ଗାଈ ଭର୍ତି ଥିବା ୧୦ ଚକିଆ ଟ୍ରକ ସେମାନଙ୍କ ଉପରେ ଚେପେଇବା ପାଇଁ ଉଦ୍ୟମ କରିବା ସହ ଘଟଣା ସ୍ଥଳରୁ ଫେରାର ମାରିଥିଲା।

କିନ୍ତୁ ଗାଈ ଦଲାଲ୍ ଜଣକ ଧରା ପଡ଼ିଯାଇଥିଲେ । ସେହି ଦଲାଲ୍ କୁ ବଜରଙ୍ଗ ଦଳର ସଦସ୍ୟ ଲୋଇସିଂହା ଥାନା କୁ ନେଇ ଯିବା ସମୟରେ କେତେକ ଦୁର୍ବୃତ୍ତ ଏକ ବୋଲେରୋ ଗାଡ଼ିରେ ଆସି ୨ ରାଉଣ୍ଡ ଗୁଳି ଚଳାଇ ଫେରାର ମାରିଥିଲେ ।  

 


News Comment




Photo in News

Advertisment
Lastest News
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026

You Might Also Like