-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ଡମ୍ବ ସମାଜ ର ନୂଆଖାଇ ଭେଟଘାଟ କାର୍ଯ୍ୟ କ୍ରମ ଅନୁଷ୍ଠିତ

22-Sep-2021



କଳାହାଣ୍ଡି        କୋକସରା(ତ୍ରିନାଥ ବେଶ୍ରା)
 କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ଗ୍ରାମ ଠାରେ ଆଞ୍ଚଳିକ ଡମ୍ବ ସମାଜର ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ରବିବାରଦିନ ଅନୁଷ୍ଠିତ ହୋଇଯାଇଛି।ନୂଆଖାଇ ପର୍ବ ର ଏକ ସ୍ୱତନ୍ତ୍ର ପରିଚୟ ଥିବା ବେଳେ ତାର କେତେକ ଆଂଶିକ ମୌଳିକ ପରମ୍ପରା ଦିନ କୁ ଦିନ କମିବାରେ ଲାଗିଛି। ଏହାକୁ ବଜାଇ ରଖିବା ନିମନ୍ତେ ଡମ୍ବ ସମାଜ ର ଏକ ପ୍ରୟାସ ଭାବେ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଜଣାପଡିଛି। ଏହି  ମାଧ୍ୟମରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସାଙ୍ଗକୁ ଡମ୍ବ ସମାଜ ଭିତରେ ଭାଇ ଚାରା ସ୍ଥାପନ ସହ ସମ୍ପର୍କ ର ନିବିଡ଼ତା ବଢ଼ିବାରେ ସହାୟତ ହେବା ଆଶା ରଖାଯାଇଛି।

କାର୍ଯ୍ୟକ୍ରମ ମାଧ୍ୟମରେ ସମାଜ ଉନ୍ନତି କରଣ ତଥା ଶିକ୍ଷା, ସଂସ୍କାର,ଅର୍ଥନୈତିକ ବିକାଶ ଉପରେ ଆଲୋଚନା କରାଯାଇଥିଲା। ଏଥିରେ  ଡମ୍ବ ସମ୍ପ୍ରଦାୟକୁ ଦୃଢ଼ ତଥା ଏକତ୍ରିତ ଭାବ ଆଣିବା ପାଇଁ ଯୁବପିଢି  ମୁଖ୍ୟ ଦାୟିତ୍ୱ ନେଇ ସମାଜ କୁ ଆଗେଇ ନେବାକୁ କାର୍ଯ୍ୟକ୍ରମ ରଖାଯାଇଥିଲା ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି  ଆମପାଣି ଜୁନ ଡମ୍ବ ସମାଜ ସଭାପତି ବନମାଳୀ ବାଗ,  ଆହ୍ୱାନ କରିଥିଲେ। ଅନ୍ୟପଟେ ସମ୍ମାନୀୟ ଅତିଥି ଉପ ସଭାପତି ବାଲେଶ୍ୱର ବେଶ୍ରା ନିଜ ଅଭିଭାଷଣରେ ପୂର୍ବ ୟତିଃ ପରମ୍ପରା କୁ ଜୀବିତ ରଖିବା ଓ ତାକୁ ସମ୍ମାନ ଦେଇ ଶିଖିବା  ଯାହା ଭବିଷ୍ୟତ ପିଢ଼ି ଙ୍କ ପାଇଁ ମଙ୍ଗଳ ହେବ ବୋଲି କହିଥିଲେ। ଅନ୍ୟ ପଟେ ସମ୍ମାନିୟ ଅତିଥି  ନୀଳମଣି ଖମାରୀ, ଅଭିରାମ ବେଶ୍ରା ,ଗିରିଜାଭୁଶଣ କବି, ସିଙ୍ଗ ବେଶ୍ରା, ରଘୁନାଥ ଖମାରୀ, ତୁଲାରାମ ବାଗ, ମୁକନ୍ଦ ନିଆଲ ବିଜୟ ସୁନା ଉପସ୍ଥିତ ଥିଲେ । ଏହାପରେ  ସମାଜର ପିତୃପୁରୁଷ ଓ ଦେବାଦେବୀ ଙ୍କ ନିକଟରେ ନୂଆ ଚୁଡା ,ଖିରି ପିଠା ଇତ୍ୟାଦିରେ ପୂଜାର୍ଚ୍ଚନା କରାଯାଇ ଏକତ୍ରିତ ଭାବେ ନୂଆଖିଆ ଯାଇଥିଲା। ପରେ ବୟୋଜ୍ୟେଷ୍ଠ ଙ୍କ ଠାରୁ ଆଶିର୍ବାଦ ଗ୍ରହଣ କରାଯାଇ ଜୁହାର ଭେଟ ଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସମସ୍ତ ଙ୍କ ଭିତରେ ଜୁହାର ଭେଟ ଘାଟ  ଆଦାନ ପ୍ରଦାନ କରାଯାଇଥିଲା।ଏହାପରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ତେବେ ଡମ୍ବ ସମ୍ପ୍ରଦାୟ ମୁଖ୍ୟ ବଜlଶାଲ ବlଜାରେ ନାଚି ଉଠିପଡିଥିଲେ ସମସ୍ତେ।ଏହାପରେ ମୁଖ୍ୟ ଅତିଥି ଙ୍କ କର କୋମାଲରେ ସମ୍ପ୍ରଦାୟର କଳାକାର ମାନଙ୍କୁ ସମ୍ମାନ ଦେବା ସହ ପୁରୁସ୍କୃତ ବିତରଣ କରଯାଇଥିଲା। କାର୍ଯ୍ୟକ୍ରମ କୁ  ଖଗେଶ୍ୱର ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଅଞ୍ଚଳ ବିଭିନ୍ନ ଡମ୍ବ ସମ୍ପ୍ରଦାୟ ଶହ ଶହ ଲୋକ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like