-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ସ୍ୱାସ୍ଥ୍ୟ କାର୍ଡ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ଟି ଜୀବନ ଆମ ପାଇଁ ମୂଲ୍ୟବାନ : ନଵୀନ ପଟ୍ଟନାୟକ, ମୁଁ ଚାହେଁ ସମସ୍ତେ ସ୍ଵାସ୍ତ୍ୟ ରୁହନ୍ତୁ : ମୁଖ୍ୟମନ୍ତ୍ରୀ

22-Sep-2021



ବଲାଙ୍ଗୀର (ପ୍ରେରଣା ଖବର ): ମାଲକାନଗିରି ଓ ସମ୍ବଲପୁର ପରେ ଆଜି ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ କାର୍ଡ ର ଶୁଭାରମ୍ଭ କରିଛନ୍ତି l
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଏହି ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା   

ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ  l ବାଲାଙ୍ଗୀରର ବହୁ ପ୍ରତିକ୍ଷୀତ ବସ ଟର୍ମୀନାଲା ର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ lସ୍ମାର୍ଟ କାର୍ଡ ର ଉପକାର ବଲାଙ୍ଗୀର ଜିଲ୍ଲାର

ସାଢେ ଚାରି ଲକ୍ଷ ପରିବାର ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି lମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବଲାଙ୍ଗୀର ଗସ୍ତ କ୍ରମରେ ପ୍ରଥମେ କଡା ସୁଇକ୍ଷା ମଧ୍ୟରେ ତୁଷୁରା ଏୟାର ଷ୍ଟ୍ରିପ ରେ ପହଂଚି ସେଠାରୁ ଏକ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଟିଟିଲାଗଡ଼ କୁ ଯାଇ ସେଠାରେ ବିଭିନ୍ନ ସାରକାରୀ ଯୋଜନାର ଶୁଭାରମ୍ଭ କରିଥିଲେ l

ଟିଟିଲାଗଡ଼ ପରେ ପାଟଣାଗଡ଼ରେ ଓ ଶେଷରେ ବଲାଙ୍ଗୀରରେ ଦଳୀୟ ସମାବେଶରେ ଯୋଗ ଦେଇ ୩ ସହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ lସ୍ଥାନୀୟ ଗାନ୍ଧୀ ଷ୍ଟେଡିୟମ ଠାରେ ଅନୁଷ୍ଠିତ ଏହି ସମାରୋହରେ ଲୋଇସିଂହା ବିଧାୟକ ମୁକେଶ ମହାଳିଙ୍ଗ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, କଂଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ଯୋଗ ଦେଇ ସ୍ୱାସ୍ଥ୍ୟ ର ଉନ୍ନତି କ୍ଷେତ୍ରରେ ସ୍ମାର୍ଟ କାର୍ଡ ଏକ ଐତିହାସିକ ଯୋଜନା ବୋଲି କହିଥିଲେ l ରାଣୀପୁର ଝରିଏଲ ର ଉନ୍ନତି ପଶ୍ଚିମ ଓଡିଶା ବିକାଶ ପରିଷଦ ର ମୁଖ୍ୟ କାର୍ଯ୍ୟାଳୟ ବଲାଙ୍ଗୀରରେ ସ୍ଥାପନ ହେଉ ବୋଲି ସେ ସରକାରଙ୍କ ନିକଟରେ ଦାବି କରିଛନ୍ତି  l ବାଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇ ବଲାଙ୍ଗୀରରେ ରାଜ୍ୟର ଦ୍ଵିତୀୟ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁ ଏକ ସ୍ୱୟଂସମ୍ପୂର୍ଣ ବିଶ୍ୱବିଦ୍ୟାଳୟରେ ପରିଣତ କରାଯାଉ ବୋଲି ଶ୍ରୀ ମିଶ୍ର ନବୀନଙ୍କ ଆଗରେ ନିଜର ଦାବି ଉପସ୍ଥାପନ କରିଥିଲେ l   ଯଶୋବନ୍ତ କମିଶନ ରିପୋର୍ଟ ଅନୁଯାୟୀ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀବେଞ୍ଚ ସ୍ଥାପନ ହେଉ ବୋଲି ଶ୍ରୀ ମିଶ୍ର ନିଜର ଦାବି ଦୋହରାଇ ଥିଲେ l ସାଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଂଚାସୀନ ରହି ବିଜୁ ସ୍ମାର୍ଟ କାର୍ଡ ସାଧାରଣ ଲୋକ ମାନଙ୍କ ପାଇଁ କେତେ ଫଳପ୍ରଦ ହୋଇଛି ତା ଉପରେ ଲୋକଙ୍କୁ ବୁଝାଇ ଥିଲେ lଆବକାରୀ ମନ୍ତ୍ରୀ ତଥା ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ ଯୋଗ ଦେଇ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ ଶେଷରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like