-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଅପରାଧ

କାର୍ଯ୍ୟରତ ଶିକ୍ଷୟତ୍ରୀ ଙ୍କୁ ତଣ୍ଟି କାଟି ହତ୍ୟା ଉଦ୍ୟମ ,ସ୍ବାମୀ ଥାନାରେ ଅଟକ

22-Sep-2021



ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଦୁର୍ଗାପାଲି ଗାଁରେ ଅଭାବନୀୟ ଘଟଣା । ଜଣେ ଶିକ୍ଷୟତ୍ରୀଙ୍କୁ ସ୍କୁଲ ଭିତରେ ତଣ୍ଟି କାଟି ହତ୍ୟା ଉଦ୍ୟମ କରିଛି ତାଙ୍କ ସ୍ୱାମୀ । ଆକ୍ରମଣର ଶିକାର ହୋଇଥିବା ଶିକ୍ଷୟତ୍ରୀ ଜଣକ ଦୁର୍ଗାପାଲି ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟତ୍ରୀ ସଞ୍ଜୁରାଣୀ ଦେବତା । ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଇ ମେଡିକାଲ ରେ ଭର୍ତ୍ତି କରାଯାଇଥିବାବେଳେ ଯୌତୁକ ନିର୍ଯାତନା ଦେଇ ତାଙ୍କ ସ୍ବାମୀ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆକ୍ରମଣକାରୀ ସ୍ବାମୀ ପ୍ରଦୀପ ପଣ୍ଡାଙ୍କୁ ପୁଇଁତଲା ପୁଲିସ ଅଟକ ରଖିଥିବା ଜଣାପଡିଛି । ସଞ୍ଜୁ ଦେବତା ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବଣ୍ଡାବାହାଲ ର ପ୍ରଦୀପ ପଣ୍ଡା ଙ୍କୁ ଗତ ଏକ ବର୍ଷ ତଳେ ବେଇଦିକ ରୀତିନୀତି ଅନୁସାରେ ବିବାହ କରିଥିଲେ । ପ୍ରଦୀପ ଟିଟିଲାଗଡ଼ ସ୍ଥିତ ସିଲୁଆଁ ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷକ ଅଛନ୍ତି । ତେବେ ବିବାହ ସମୟରେ ଯୌତୁକ କମ୍ ଆଣିଥିବାରୁ ତାଙ୍କ ସ୍ବାମୀ ବିବାହର ୫ ଦିନ ପରେ ତାଙ୍କୁ ଗାଲିଗୁଲଜ କରିବା ସହ ମାଡ଼ ମାରିବା ଆରମ୍ଭ କରିଥିଲେ। ଏକ ବର୍ଷା ମଧ୍ୟରେ ପ୍ରାୟ ୫ ଥର ଏଭଳି ଘଟଣା ଘଟିବାରୁ ସଞ୍ଜୁ ତାଙ୍କ ସ୍ବାମୀ ଙ୍କୁ ଛାଡି ଅନ୍ୟତ୍ର ରହିବାକୁ ନିଷ୍ପତ୍ତି ନେଲେ । ସେ ନିଜର କାର୍ଯ୍ୟସ୍ଥଳ ଦୂର୍ଗପାଲି ରେ   ଭଡ଼ା ଘରେ  ରହୁଥିଲେ । ଅନ୍ୟତ୍ର ରହିବା ଦିନ ଠାରୁ ପ୍ରଦୀପ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଉଥିବା ସେ କହିଥିଲେ। ତେବେ ବୁଧବାର ଦିନ ସକାଳ ପ୍ରାୟ ୧୧.୦୦ ସମୟରେ ସଞ୍ଜୁ ଙ୍କ ବିଦ୍ୟାଳୟ କୁ ଯାଇ ତାଙ୍କୁ କଥା ହେବାକୁ ଡାକି ଥିଲେ । ଏଥିରେ ସଞ୍ଜୁ ମନା କରିବାରୁ ଛୁରୀ ଦେଖାଇ ଆକ୍ରମଣ କରିଥିଲେ।  କୌଶଳ କ୍ରମେ ସଞ୍ଜୁ ତାଙ୍କ କବଳରୁ ଖସି ଯାଇଥିଲେ।  ମାତ୍ର ତାଙ୍କ ତଣ୍ଟି ରେ ଛୁରୀ ବଜି କ୍ଷତ ହୋଇଥିଲା । ସ୍କୁଲ କର୍ମଚାରୀ ମାନେ ପ୍ରଦୀପ ପଣ୍ଡାଙ୍କୁ କାବୁ କରି ପୁଇଁତଲା ପୁଲିସ କୁ ଖବର ଦେଇଥିଲେ।ଏନେଇ ପୁଲିସ ଏକ।ମାମଲା ରୁଜୁ କରିବା ସହ ସମ୍ପୃକ୍ତ ବ୍ୟକ୍ତି ଙ୍କୁ ଥାନାରେ ଅଟକ ରଖିବା ସହ ପଚରାଉଚରା ଜାରି ରଖିଛି । ଅପରପକ୍ଷେ ଆକ୍ରମଣକାରୀ ସ୍ବାମୀ ଙ୍କୁ ଗିରଫ କରି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ସଞ୍ଜୁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like