-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ଶିକ୍ଷୟତ୍ରୀ ଙ୍କୁ ତଣ୍ଟି କାଟି ହତ୍ୟା ଉଦ୍ୟମ ,ସ୍ବାମୀ ଥାନାରେ ଅଟକ

22-Sep-2021



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଦୁର୍ଗାପାଲି ଗାଁରେ ଅଭାବନୀୟ ଘଟଣା । ଜଣେ ଶିକ୍ଷୟତ୍ରୀଙ୍କୁ ସ୍କୁଲ ଭିତରେ ତଣ୍ଟି କାଟି ହତ୍ୟା ଉଦ୍ୟମ କରିଛି ତାଙ୍କ ସ୍ୱାମୀ । ଆକ୍ରମଣର ଶିକାର ହୋଇଥିବା ଶିକ୍ଷୟତ୍ରୀ ଜଣକ ଦୁର୍ଗାପାଲି ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟତ୍ରୀ ସଞ୍ଜୁରାଣୀ ଦେବତା । ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଇ ମେଡିକାଲ ରେ ଭର୍ତ୍ତି କରାଯାଇଥିବାବେଳେ ଯୌତୁକ ନିର୍ଯାତନା ଦେଇ ତାଙ୍କ ସ୍ବାମୀ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆକ୍ରମଣକାରୀ ସ୍ବାମୀ ପ୍ରଦୀପ ପଣ୍ଡାଙ୍କୁ ପୁଇଁତଲା ପୁଲିସ ଅଟକ ରଖିଥିବା ଜଣାପଡିଛି । ସଞ୍ଜୁ ଦେବତା ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବଣ୍ଡାବାହାଲ ର ପ୍ରଦୀପ ପଣ୍ଡା ଙ୍କୁ ଗତ ଏକ ବର୍ଷ ତଳେ ବେଇଦିକ ରୀତିନୀତି ଅନୁସାରେ ବିବାହ କରିଥିଲେ । ପ୍ରଦୀପ ଟିଟିଲାଗଡ଼ ସ୍ଥିତ ସିଲୁଆଁ ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷକ ଅଛନ୍ତି । ତେବେ ବିବାହ ସମୟରେ ଯୌତୁକ କମ୍ ଆଣିଥିବାରୁ ତାଙ୍କ ସ୍ବାମୀ ବିବାହର ୫ ଦିନ ପରେ ତାଙ୍କୁ ଗାଲିଗୁଲଜ କରିବା ସହ ମାଡ଼ ମାରିବା ଆରମ୍ଭ କରିଥିଲେ। ଏକ ବର୍ଷା ମଧ୍ୟରେ ପ୍ରାୟ ୫ ଥର ଏଭଳି ଘଟଣା ଘଟିବାରୁ ସଞ୍ଜୁ ତାଙ୍କ ସ୍ବାମୀ ଙ୍କୁ ଛାଡି ଅନ୍ୟତ୍ର ରହିବାକୁ ନିଷ୍ପତ୍ତି ନେଲେ । ସେ ନିଜର କାର୍ଯ୍ୟସ୍ଥଳ ଦୂର୍ଗପାଲି ରେ   ଭଡ଼ା ଘରେ  ରହୁଥିଲେ । ଅନ୍ୟତ୍ର ରହିବା ଦିନ ଠାରୁ ପ୍ରଦୀପ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଉଥିବା ସେ କହିଥିଲେ। ତେବେ ବୁଧବାର ଦିନ ସକାଳ ପ୍ରାୟ ୧୧.୦୦ ସମୟରେ ସଞ୍ଜୁ ଙ୍କ ବିଦ୍ୟାଳୟ କୁ ଯାଇ ତାଙ୍କୁ କଥା ହେବାକୁ ଡାକି ଥିଲେ । ଏଥିରେ ସଞ୍ଜୁ ମନା କରିବାରୁ ଛୁରୀ ଦେଖାଇ ଆକ୍ରମଣ କରିଥିଲେ।  କୌଶଳ କ୍ରମେ ସଞ୍ଜୁ ତାଙ୍କ କବଳରୁ ଖସି ଯାଇଥିଲେ।  ମାତ୍ର ତାଙ୍କ ତଣ୍ଟି ରେ ଛୁରୀ ବଜି କ୍ଷତ ହୋଇଥିଲା । ସ୍କୁଲ କର୍ମଚାରୀ ମାନେ ପ୍ରଦୀପ ପଣ୍ଡାଙ୍କୁ କାବୁ କରି ପୁଇଁତଲା ପୁଲିସ କୁ ଖବର ଦେଇଥିଲେ।ଏନେଇ ପୁଲିସ ଏକ।ମାମଲା ରୁଜୁ କରିବା ସହ ସମ୍ପୃକ୍ତ ବ୍ୟକ୍ତି ଙ୍କୁ ଥାନାରେ ଅଟକ ରଖିବା ସହ ପଚରାଉଚରା ଜାରି ରଖିଛି । ଅପରପକ୍ଷେ ଆକ୍ରମଣକାରୀ ସ୍ବାମୀ ଙ୍କୁ ଗିରଫ କରି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ସଞ୍ଜୁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like