-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧୪ଘଣ୍ଟା ପରେ ଲକ୍ଷ୍ମୀ ସାଗର ରୁ ମିଳିଲା ଶବ , ପରିବାର ଆଣିଲେ ହତ୍ୟା ଅଭିଯୋଗ ।

22-Sep-2021



କଳାହାଣ୍ଡି,ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )                        କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ବୋଡେ଼ନ ଗାଁରେ ଜୈନିକବ୍ୟକ୍ତି ଙ୍କ ମୃତ୍ୟୁ କୁ ନେଇ ସାଧାରଣରେ ଉତ୍ତେଜନା ଦେଖାଦେଇଛି।ମୃତକ ଙ୍କ ନା ନକୁଳ ବେମାଲ। ମୃତକ ଙ୍କ ପରିବାର ଏହାକୁ ସୁକଳ୍ପିତ ହତ୍ୟାକାଣ୍ଡ ବୋଲି ଥାନାରେ ଅଭିଯୋଗ କରିଛ ନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗତ କାଲି ଦିନ ଗୋଟାଏ ସମୟରେ ନକୁଳ ବେମାଲ କେନାଲ ପଟକୁ ଯାଇଥିଲେ ,ଏହାର କିଛି ସମୟ ପରେ  ଗ୍ରାମର ଗିରିଧାରୀ ବାରିକ ମୃତ ନକୁଳ  ଘରକୁ ଆସି ଲକ୍ଷ୍ମୀ ସାଗରରେ ନକୁଳ ବୁଡି ଯାଇଥିବା କହିଥିଲେ। ସେଠାରେ ସମବାରୁ ଭଇଁସାଳ ଓ ଦଶରଥ ଶବର ଉପସ୍ଥିତ ପରିବାର କୁ ସୂଚନା ଦେଇଥିଲେ।

ପରେ ପରିବାର ଲୋକଘଟଣା ସ୍ଥଳ କୁ ଯାଇ ଖୋଜାଖୋଜି କରି ଥାନା କୁ ଜଣାଇଥିଲେ।ଖବର ପାଇ ଧର୍ମଗଡ଼ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଶବ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ , ଘଟଣା ପ୍ରଚାରିତ ହେବାପରେ ଗାଁରେ ଉତ୍ତେଜନା ଦେଖାଦେବାରୁ ଅଧିକ ପୋଲିସ  ମୁତୟନ କରିବାକୁ ପଡିଥିଲା।ରାତି ତମାମ ଗାଁ ରେ ଉତ୍ତେଜନା ଲାଗି ରହିଥିଲା। ଆଜି ସକାଲୁ ଅଗ୍ନିଶମ ବିଭାଗ   ଲକ୍ଷ୍ମୀ ସାଗର ରୁ ମୃତ ଦେହ ଉଦ୍ଧାର କରିବା ପରେ  ରାସ୍ତା ଉପରେ ଶବ ରଖି ଅଭିଯୁକ୍ତ ଙ୍କୁ ତୁରନ୍ତ ଗିରଫ ଦାବି କରିଥିଲେ। ଖବର ପାଇ ଉପଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଧର୍ମଗଡ଼ ତହସିଲଦାର ହରେକୃଷ୍ଣ ବାରିହା ଲୋକ ଙ୍କୁ ବୁଝାସୁଝା  କଲାପରେ ପୋଲିସ ଶବ ଜବତ କରି  ବ୍ୟବଚ୍ଛେଦ ପାଇଁ ପଠାଇ  ତଦନ୍ତ ଜାରି ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like