-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
22-Sep-2021
ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ନୟାଗଡ଼ ଜିଲ୍ଲାର ବନଖଣ୍ଡ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ଧନରାଜ ଏଚ.ଡି. ଙ୍କର କେନ୍ଦୁଝର ବଦଳୀ ହୋଇଥିବାରୁ ଉକ୍ତ ପଦବୀଟି ଖାଲି ପଡ଼ିଥିଲା । ଆଜି ପୂର୍ବାହ୍ନରେ ନୂତନ ବନଖଣ୍ଡ ଅଧିକାରିଣୀ ଭାବେ ପୂର୍ଣ୍ଣିମା ପାଣ୍ଡିଆନ ଯୋଗ ଦେଇଛନ୍ତି । ପୂର୍ବତନ ବନଖଣ୍ଡ ଅଧିକାରୀ ନୂତନ ଅଧିକାରିଣୀ ଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ସେ ଖୋର୍ଦ୍ଧା ଜିଲ୍ଲା ସହ ନୟାଗଡ଼ ଦାୟିତ୍ୱରେ ରହିଛନ୍ତି ।