-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୋନପୁର: ଟେଷ୍ଟ ରନ କାର୍ଯ୍ୟକ୍ରମ ଅନୁଷ୍ଠିତ

22-Sep-2021




ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ):ରାଜ୍ୟ ସରକାରଙ୍କ ଅଧିନସ୍ଥ ଅର୍ଥ ବିଭାଗରେ ଥିବା ସ୍ୱଳ୍ପ ସଂଚୟ ବିଭାଗ ତରଫରୁ ନୂତନ ପ୍ରୋତ୍ସାହନ ଯୋଜନା 'ଏ ଏସ 'ସିରିଜ ର ଏକ ରିଫ୍ରେସର ଓ ଟେଷ୍ଟ ରନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ଏନ ଆଇ ସି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଥିବା ବେଳେ  କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ, ଡ଼ି ଆଇ ଓ ଏନ ଆଇ ସି, ଶ୍ରୀ ବିକାଶ ରଞ୍ଜନ ନାୟକ ସହ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଭାରପ୍ରାପ୍ତ ସ୍ୱଳ୍ପ ସଂଚୟ ଅଧିକାରୀ, ବିଭିନ୍ନ ବ୍ଲକର ବି ଏସ ଏସ ଓ, ଏବଂ ସୋନପୁର ସହରରେ ଥିବା ବିଭିନ୍ନ ଡାକଘର ସ୍ୱଳ୍ପ ସଂଚୟ ଏଜେଣ୍ଟ ମାନେ ଯୋଗଦାନ କରିଥିଲେ l ଶ୍ରୀ ହରିଚରଣ ମିଶ୍ର, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ କାର୍ଯ୍ୟକ୍ରମ କୁ ପରିଚାଳନା କରିବା ସହ ସ୍ୱଳ୍ପ ସଂଚୟ ର ବିଭିନ୍ନ ଯୋଜନା ଉପରେ ପ୍ରୋତ୍ସାହନ କୁପନ କିପରି ଦିଆଯାଏ ତା ଉପରେ ବିଶେଷ ଆଲୋଚନା କରିଥିଲେ l 2021କ୍ୟାଲେଣ୍ଡର ବର୍ଷ ମଧ୍ୟରେ ଜମାକାରୀ ମାନେ ପୋଷ୍ଟ ଅଫିସ ଆରଡ଼ି, କିସାନ ବିକାଶ ପତ୍ର, ଡାକଘର ମାସିକ ଆୟ ଯୋଜନା,ବରିଷ୍ଠ ନାଗରିକ ସଂଚୟ ଯୋଜନା, ପାଞ୍ଚ ବର୍ଷିଆ ଡାକଘର ମିଆଦୀ ଜମା, ଜାତୀୟ ସଂଚୟ ସାର୍ଟିଫିକେଟ ଅଷ୍ଟମ ଈସୁ, ପବ୍ଲିକ ପ୍ରୋଭିଡେଣ୍ଟ ଫଣ୍ଡ ତଥା ବ୍ୟାଙ୍କ ମାନଙ୍କରେ ପ୍ରଚଳିତ ଥିବା ଜାତୀୟ ସଂଚୟ ସାର୍ଟିଫିକେଟ, ଜାତୀୟ ସଂଚୟ ମାସିକ ଆୟ ଏକାଉଣ୍ଟ, ପାଞ୍ଚ ବର୍ଷିଆ ଜାତୀୟ ମିଆଦୀ ଜମା ଏକାଉଣ୍ଟ, ଜାତୀୟ ସଂଚୟ ରେକରିଁଗ ଡିପୋଜିଟ ଏକାଉଣ୍ଟ, ଜମାରାଶି ଉପରେ ପ୍ରତ୍ୟକ 2000 ହଜାର ଟଙ୍କା ପିଛା ଗୋଟିଏ ମାଗଣା ପ୍ରୋତ୍ସାହନ ଯୋଜନା କୁପନ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ଓ ବ୍ଲକ କାର୍ଯ୍ୟାଳୟରୁ ପାଇପାରିବେ ବୋଲି ସୂଚନା ଦେଇଥିଲେ l ଗତ ବର୍ଷ ସୁବର୍ଣ୍ଣପୁର ଜିଲ୍ଲାରେ 22କୋଟି 83ଲକ୍ଷ ଟଙ୍କା ଜମା ରାଶି ଉପରେ ପ୍ରୋତ୍ସାହନ କୁପନ ଜମାକାରୀଙ୍କୁ  ପ୍ରଦାନ କରାଯାଇଥିଲା l ଶ୍ରୀଶ୍ରୀ ଦୁଃଖୀ ଶ୍ୟାମ ସେଠୀ, କନିଷ୍ଠ ରାଜସ୍ବ ସହାୟକ,ପ୍ରୋତ୍ସାହନ

କୁପନ ସଂଗ୍ରହ ଉପରେ ପ୍ରାଞ୍ଜଳ ଭାବେ ବୁଝାଇ ଥିଲେ l ଏହି କାର୍ଯ୍ୟକ୍ରମ କୁ ସଞ୍ଜୟ ବାରିକ, ରଜନୀକାନ୍ତ ରଥ, ଜିତେନ୍ଦ୍ରିୟ ନାୟକ, ପ୍ରମୁଖ ସହଯୋଗ କରିଥିଲେ l ଶେଷରେ ଜିଲ୍ଳା ସ୍ୱଳ୍ପ ସଂଚୟ ଅଧିକାରୀ  ଶ୍ରୀ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like