-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ସହ ପ୍ରିଣ୍ଟ ମିଡ଼ିଆ ଫୋରମ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା - ଦିବଂଗତ ସାମ୍ବାଦିକଙ୍କ ପରିବାରଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଜ଼ିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ କଲେ ପ୍ରଶଂସା

22-Sep-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ନିକଟରେ ମୃତ୍ୟୁ ବରଣକରିଥିବା ଯୁବ ସାମ୍ବାଦିକ ସ୍ୱର୍ଗତ ଗୋବିନ୍ଦ ଠାକୁର ଙ୍କପରିବାରକୁ ରାଜ୍ୟ  ସରକାରଙ୍କ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଶାସନ ଜରିଆରେ ପ୍ରଦାନ କରାଯାଇଥିବା ଯୋଗୁଁ ଜିଲ୍ଲା ପ୍ରଶାସନ ତଥା ସରକାର ଙ୍କୁ କୃତଜ୍ଞତା ଜଣାଇବା ସହ  ଜିଲ୍ଲାରେ ଅଧାପନ୍ତରିଆ ଥିବା ଅନେକ ଉନ୍ନୟନ କାମର ତ୍ୱରାନ୍ୱିତ ପଦକ୍ଷେପ ନେବା ତଥା ସୋନପୁର ବିନିକା ରାସ୍ତାରେ ଥିବା ଅଙ୍ଗନଦୀ ର ଟୋଲ ଆଦାୟରେ ହେଉଥିବା ବ୍ୟାପକ ଅନିୟମିତତା ସହ ବ୍ରୀଜ୍ ନିର୍ମାଣ ସମୟରେ ହୋଇଥିବା ଖର୍ଚ୍ଚ ରୁ ବହୁଗୁଣ ଅଧିକ ଟେକ୍ସ ଆଦାୟ ପରେ ମଧ୍ୟ ଟୋଲଗେଟ ଟି ଉଠିନଥିବାରୁ ଟୋଲଟିକସ କୁ ସବୁଦିନ ପାଇଁ ପ୍ରତ୍ୟାହାର କରିବାପାଇଁ ପଦକ୍ଷେପ ନେବାପାଇଁ ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ।  ଜାଗା ମିଶନ ଯୋଜନା ରେ ବରିଷ୍ଠ ତଥା ଦୁସ୍ଥ

ସାମ୍ୱାଦିକ ବିନୟ ପଧାନ ଙ୍କୁ ତୁରନ୍ତ ସାମିଲ କରିବା କୁ,  ତେଲ ବ୍ରିଜ ର ମରାମତି,  ଏବଂ ଗୋ ଶ୍ରଦ୍ଧା ଭଳି ମହତ ଯୋଜନା  କୁ ସଫଳ ପାଇଁ  କିଛି ନୁଆଁ କୌଶଳ ଆପଣେଇବାକୁ ଅନୁରୋଧ କରିଥିଲେ l ଏବଂ ମିଡ଼ିଆ ମାଧ୍ୟମରେ ପ୍ରଦାନ କରାଯାଉଥିବା ସାଧାରଣ ଲୋକଙ୍କ ସ୍ୱର ଓ ସମସ୍ୟା ଉପରେ ତୁରନ୍ତ ଏକ୍ସନ ପାଇଁ ଆଲୋଚନା କରିଥିଲେ l  ଓ କର୍ମକ୍ଷେତ୍ରରେ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଜିଲ୍ଲା ପାଳ ଙ୍କ ସହ ଆଲୋଚନା କରିଥିଲେ l ସହରର ବିଭିନ୍ନ ରାସ୍ତାଘାଟ ଡ୍ରେନେଜ୍ ସମସ୍ୟା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାସହ ପଦକ୍ଷେପ ନେବାପାଇଁ ତାଙ୍କର ଦୃଷ୍ଟି ଆକର୍ଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like