-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ

22-Sep-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା ) ଉଲୁଣ୍ଡା ବ୍ଲକ ସଭାଗୃହରେ ମହିଲା ଓ ଶିଶୁ ବିଭାଗ ଆନୁକୁଲ୍ୟରେ ବ୍ଲକ ସ୍ତରୀୟ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଡିପିଓ ମାଧୁରୀ ହୋତାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏବିଡିଓ ଶୁଭ୍ରାଂଶୁ ଶେଖର ମଲ୍ଲିକ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବରେ ତହସିଲଦାର ପୁର୍ଣ୍ଣଚନ୍ଦ୍ର ନାଏକ, ମେଡିକାଲ ଅଫିସର ଡ. ଆସୁତୋଷ ମିଶ୍ର, ପଂଚାୟତ ସମିତି ଯୁକ୍ତ ଦୁଇ କଲେଜର ଅଧ୍ୟକ୍ଷ ରମାକାନ୍ତ ବିଶି, ଶିଶୁ ସୁରକ୍ଷା ୟୁନିଟର ରୁଦ୍ର ପ୍ରସନ୍ନ ମିଶ୍ର, ଚାଇଲଡ ଲାଇନର ପ୍ରତିନିଧି ସୁଦାମ ଗାଇଗରିଆ, ଯୁବମହାସଂଘର ସଭାପତି ପ୍ରମୋଦ ପଧାନ ଯୋଗଦେଇ ଶିଶୁଯତ୍ନ, ଶିଶୁ ସୁରକ୍ଷା, ବାଲ୍ୟ ବିବାହ ଉପରେ ଆଲୋକପାତ କରିଥିଲେ । ଏହି ଅବଶରରେ ପତ୍ରାପାଲି ଶିଶୁ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା କମିଟିର ସଦସ୍ୟ, ସଦ୍ୟା, ଅଙ୍ଗନୱାଡି କର୍ମୀ, ମହିଲା ପରିଦର୍ଶକା ଓ ଶିଶୁ  ମାନେ ଯୋଗଦେଇଥିଲେ । ସେହିପରୀ ବ୍ଲକର ଲସ୍ତଲା ପଂଚାୟତ କାର୍ଯ୍ୟାଳୟରେ ମଧ୍ୟ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥନୀୟ ସରପଂଚ ତ୍ରୀପୁରାରୀ ମେହେରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ପିଇଓ ଶ୍ରବଣ କମ୍ପ, ୱାର୍ଡ ସଭ୍ୟ ବିଶ୍ୱାମିତ୍ର କର୍ଣ୍ଣ, ଗୋପିନାଥ ପୋଢ, ଆରତୀ ହରିପାଲ ଅତିଥି ଭାବରେ ଯୋଗଦେଇ  ଶିଶୁଯତ୍ନ, ଶିଶୁ ସୁରକ୍ଷା, ବାଲ୍ୟବିବାହ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ କୌଶଲ୍ୟା ରାଣି ପରିଛା, କୁନ୍ତି କର୍ଣ୍ଣ, ମୈଥଲୀ ପାଣିଗ୍ରାହୀ, ସୁଭାଷିନୀ ମେହେର, ଜ୍ୟୋତ୍ସ୍ନାମୟୀ ଭରାସାଗରଙ୍କ ସମେତ ପଂଚାୟତର ସମସ୍ତ ଆଶା, ସହାୟୀକା, କିଶୋରୀ ବାଳିକା ଏବଂ ମହିଳା ମାନେ ଯୋଗଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like