-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୨୭ସେପ୍ଟେମ୍ବର ଭାରତ ବନ୍ଦ କୁ ସଫଳ କରିବା ପାଇଁ ମିଳିତ ମଞ୍ଚର ନିବେଦନ

23-Sep-2021



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଟ୍ରେଡ଼ ୟୁନିୟନ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଆଜି ଜିଲ୍ଲାର ସମସ୍ତ କୃଷକ ସଂଗଠନର କର୍ମକର୍ତ୍ତା ଓ ଶ୍ରମିକ ସଂଗଠନ ମାନଙ୍କର କର୍ମକର୍ତ୍ତା ମାନଙ୍କର ଏକ ମିଳିତ କନଭେନସନ ବିଶିଷ୍ଟ ଶ୍ରମିକ ନେତା ଗୋବିନ୍ଦ ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା l ଏହି କନଭେନସନରେ ଆବାହକ ଶ୍ରୀ ଗୋବିନ୍ଦ ମହାରଣା କନଭେନସନ ର ଉଦ୍ଦେଶ୍ୟ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ର ଦାବୀ ସମୂହ ଉପରେ ଆଲୋକପାତ କରିବା ସହ କୃଷକ ବିରୋଧୀ ତିନି କଳାକାନୁନ ଓ ବିଦ୍ୟୁତ ବିଲ ୨୦୨୦ ସହ ଏମ ଏସ ପି କୁ ଆଇନଗତ ମାନ୍ୟତା ଦାବୀର ଯଥାର୍ଥତା ଉପରେ ଆଲୋକପାତ କରିଥିଲେ l ଏହି ସମ୍ବିଳନୀରେ ଜିଲ୍ଲା କୃଷକ ସଂଗଠନ ନେତା ଶ୍ରୀ ବୈକୁଣ୍ଠ ଶତପଥି, ଶ୍ରମିକ ନେତା କୁଶ ମହାକୁଡ଼, ମନୋରଞ୍ଜନ ପାଣ୍ଡେ, କୃଷ୍ଣ ଚନ୍ଦ୍ର କମ୍ପ, ସୀତା ମହାକୁଡ଼, ରୁନି ସେଠୀ, ପ୍ରବୀଣ କୃଷକ ନେତା ଶ୍ରୀ ନରେନ୍ଦ୍ର ପଣ୍ଡା, ବିଶ୍ୱେସ୍ୱର ପୃଷ୍ଟି, ଲଛମନ ସୁନା, ରାଜେନ୍ଦ୍ର ମେହେର କେନ୍ଦ୍ର ସରକାରଙ୍କ ତିନି କଳା କୃଷି ଆଇନ, ବିଦ୍ୟୁତ ବିଲ.୨୦୨୦ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ୧୯୫୫ ସଂଶୋଧନ ଏମ ଏସ ପି କୁ ଆଇନ ଗତ ମାନ୍ୟତା ଦାବୀ ସହ ବେକାରୀଙ୍କୁ କର୍ମ ନିଯୁକ୍ତି ଓ ସୁବର୍ଣ୍ଣପୁର ଜିଲ୍ଲା କୁ ମରୁଡି ଘୋଷଣା ଏବଂ ଜିଲ୍ଲା ରେ ବ୍ୟାପକ ସାର କଳାବଜାରୀ ଉପରେ ବକ୍ତ୍ବ୍ୟବ୍ୟ ରଖିଥିଲେ l ଏହି ସମ୍ବିଳନୀ ରେ ସୁବର୍ଣ୍ଣପୁର ଜିଲ୍ଲା ଟ୍ରେଡ଼ ୟୁନିୟନ ସମନ୍ୱୟ ସମିତିର ନେତୃମଣ୍ଡଳୀ ସହ ଆଇ ଏନ ଟି ୟୁ ସି, ଏ ଆଇ ଟି ୟୁ ସି ଓ ଅଲଇଣ୍ଡିଆ କିଷାନ କ୍ଷେତ୍ର ମଜଦୁର ସଂଗଠନ, ଜିଲ୍ଲା କୃଷକ ସଂଗଠନ ଓ ସୁବର୍ଣ୍ଣପୁର ଜିଲ୍ଲା ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚର କର୍ମକର୍ତ୍ତା ମାନେ ଯୋଗ ଦେଇ ୨୭ ସେପ୍ଟେମ୍ବର ସଂଯୁକ୍ତ କିସାନ ମୋର୍ଚା ଡାକରାରେ ୧୨ ଘଣ୍ଟିଆ ଭାରତ ବନ୍ଦ କୁ ସୁବର୍ଣ୍ଣପୁର ଜିଲ୍ଲା ରେ ସମ୍ପୂର୍ଣ୍ଣ ସଫଳ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ l ଦେଶ ବ୍ୟାପୀ କେନ୍ଦ୍ର ସରକାରଙ୍କ କଳା କୃଷି କାନୁନ ବିରୋଦ୍ଧରେ ଓ ସରକାରଙ୍କ ଜନ ବିରୋଧୀ ଘରୋଇ କରଣ ବିରୋଦ୍ଧରେ ଦୀର୍ଘ ସ୍ଥାୟୀ ମିଳିତ ଆନ୍ଦୋଳନ ଗଢିତୋଳିବା ପାଇଁ ସର୍ବ ସମ୍ମତି କ୍ରମେ ସିଦ୍ଧାନ୍ତ ଗ୍ରହଣ କରଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like