-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ରେ ହେଲ୍‌ଥ କାର୍ଡ ବଣ୍ଟନ

23-Sep-2021



କଣ୍ଟାବାଞ୍ଜି(ଆନନ୍ଦ କୁମାର ମୋଟେ) : ଆଜି ବିଜେଡି ସୁପ୍ରିମୋ ତଥା ଓଡିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ବଲାଙ୍ଗିର ଗସ୍ତର କାର୍ଯ୍ୟକ୍ରମ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହେଲ୍‌ଥ କାର୍ଡ ବଂଟନ, ବସ ଟର୍ମିନାଲ ଉଦଘାଟନ ସହ ବିଭିନ୍ନ ପ୍ରକଲ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ହୋଇଛି ।  ତେବେ ମୁଖ୍ୟମନ୍ତ୍ରୀ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିଜେଡି ମହଲରେ ଆନନ୍ଦ ଉତ୍ସାହ ଦେଖିବାକୁ ମିଲିଛି । କଣ୍ଟାବାଞ୍ଜି ବିଜେଡି ନେତା ତଥା  ପୂର୍ବ ବିଧାୟକ ଏବଂ ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ହାଜି ମହମ୍ମଦ ଆୟୁବ ଖାଁ , ତଥା ବଲାଙ୍ଗିର ଜିଲ୍ଲା ସାଧାରଣ ସଂପାଦକ ଫିରୋଜ ଖାଁ ନିଜ କର୍ମୀ ମାନଙ୍କୁ ନେଇ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ବିଭିନ୍ନ ଗାଁରେ ଗ୍ରାମଂଚଳକୁ ଯାଇ ସେଠାରେ ରହୁଥିବା ଲୋକଙ୍କୁ ହେଲ୍‌ଥ କାର୍ଡ ବିଷୟରେ ଅବଗତ କରିଛନ୍ତି । ଏହି କାର୍ଡରେ କଣ ସବୁ ଲାଭ ପାଇ ପାରିବେ ସେନେଇ ଟିକିନିଖୀ ଲୋକଙ୍କୁ ସଚେତନ କରୁଛନ୍ତି । ରାଜ୍ୟ ସରକାର  ଗରିବ ଶ୍ରେଣୀର ଲୋକ ମାନଙ୍କୁ ହେଲ୍‌ଥ କାର୍ଡରେ ସାମିଲ କରିବା ସହ ଅଂଚଳରେ ଅନେକ ଉନ୍ନତି ମୁଲକ କାମର ଶିଳାନ୍ୟାସ ହେଉଥିବାରୁ ସରକାରଙ୍କୁ ଅଂଚଳବାସୀ ଧନ୍ୟବାଦ ଜଣାଉଛନ୍ତି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକରେ ମନ୍ତ୍ରୀ ବିଦ୍ୟଶଙ୍କର ମିଶ୍ର ଏବଂ ଉପଦେଷ୍ଟା ସୁଧିର ଦାସ ଉପସ୍ଥିତ ରହି ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ। ମୁରିବାହାଲ ବ୍ଲକରେ ମନ୍ତ୍ରୀ ପଦ୍ମିନୀ ଦିଆନ , ମନ୍ତ୍ରୀ ସୁଶାନ୍ତ ସିଂ ଏବଂ ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ହେଲ୍‌ଥ କାର୍ଡ ବଣ୍ଟନ କରିଥିବା ବେଳେ ତୁରେକେଲା ବ୍ଲକରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏବଂ ଉପଦେଷ୍ଟା ପ୍ରିୟଦର୍ଶୀ ମିଶ୍ର , କଣ୍ଟାବାଞ୍ଜି ଏନଏସିରେ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଉପଦେଷ୍ଟା ଅମରେନ୍ଦ୍ର ଦାସ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ।  ଆଜିର ଏହି କାର୍ଯ୍ୟକ୍ରମ ରେ ବିଜେଡି ସଭାପତି ବିଷ୍ଣୁ ଜୁଏଡ଼, ଯୁବ ନେତା ଏସ କେ ଅନବର ଗୁଡ଼ା ଖାଁ, କିଶୋର ମଚଖଣ୍ଡ,ତାହୀର  ଖାଁ, ମନୋଜ ଚଣ୍ଡୀ, ଶ୍ରୀପତି ସୁନା, ଜଗନ୍ନାଥ ରାଓ,ଶେଷଦେବ ନାଗ, ସତ୍ୟନାରାୟଣ ରାୟ, ବିଟ୍ଟୁ ସଙ୍ଗା, ଜଗନ ଚଣ୍ଡି, ସେସଦେବ ପୁଟେଲ, ଗିରି ସିଂହ ମାଝୀ, ବଙ୍ଗୋମୁଣ୍ଡା ବ୍ଲକ ରେ ପ୍ରେମିଶ ଚନ୍ଦ୍ର ବାଘ,ଭକ୍ତବନ୍ଧୁ ବେହେରା, ଗୁରୁଚରଣ ଠେଲା,ରାଧେଶ୍ୟାମ କେତକୀ, ମୁରିବାହାଲ ବ୍ଲକ ରେ ଗୋପା ମହାନନ୍ଦ, ସୁବ୍ରତ ମହାକୁଡ଼, ସନ୍ୟାସୀ ପୁଟେଲ  ପ୍ରମୁଖ ମନ୍ତ୍ରୀ ଙ୍କ ଗ୍ରସ୍ତ ରେ ରେ ଉପସ୍ଥିତ ରହିଥିଲେ, ଏହି ମନ୍ତ୍ରୀ ମାନଙ୍କ ଗ୍ରସ୍ତ ୪ ଦିନ ଧରି ଚାଲିବ, ପୁରା କଣ୍ଟାବାଞ୍ଜି ବିଜେଡ଼ି ମୟ ହୋଇଛି, ଏହି ଗ୍ରସ୍ତ କୁ ସଫଳ କରିବା ପାଇଁ ପୂର୍ବତନ ବିଧାୟକ ଆୟୁବ ଖାଁ ଏବଂ ଜିଲ୍ଲା ସାଧାରଣ ସମ୍ପାଦକ ଫିରୋଜ ଖାଁ ଏବଂ ବିଜେଡ଼ି ର ଅନ୍ୟ ତୁଙ୍କ ନେତା ଅଣ୍ଟା ଭିଡ଼ିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like