-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଛାତ୍ରଛତ୍ରୀମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନିବା ସମସ୍ତଙ୍କ କର୍ତ୍ତବ୍ୟ

23-Sep-2021



ବୀରମହାରାଜପୁର- (ବିନୋଦ ପାଣ୍ଡେ ): ଛାତ୍ର ମାନେ ଦେଶର ଭବିଷ୍ୟତ । ସେମାନଙ୍କ ଭିତରେ ପ୍ରଚଣ୍ଡ ପ୍ରତିଭା । ସେମାନଙ୍କର ଅନ୍ତର୍ନିହିତ ପ୍ରତିଭାକୁ ଆମେ ଚିହ୍ନି ପାରିଲେ ସେମାନେ ପ୍ରବଳ ବେଗରେ ଆଗକୁ ବଢିବା ସହିତ ଭବିଷ୍ୟତରେ ଭାରତର ପୁନଃ ନିର୍ମାଣରେ ମୁଖ୍ୟ ଭାଗୀଦାର ହୋଇ ପାରିବେ ।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ଅନୁଷ୍ଠିତ ମାଟିଲଗ୍ନା ସାହିତ୍ୟ ସଂସଦର ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଆୟୋଜିତ ମାଟିଲଗ୍ନା ଛାତ୍ର ମେଧା ସମ୍ମାନର ଉଦ୍ଘାଟନ ଉତ୍ସବରେ ନିମନ୍ତ୍ରିତ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି ।
          

ଏହି ଅବସରରେ ମାଁ ମଙ୍ଗଳା କଲ୍ଯାଣ ମଣ୍ଡପ ଠାରେ ଆୟୋଜିତ ସମାରୋହରେ ଜିଲ୍ଲା ସଭାପତି ଲକ୍ଷ୍ମୀ ନାରାୟଣ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ମାଟିଲଗ୍ନା ସାହିତ୍ୟ ସଂସଦର ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି, ବରିଷ୍ଠ କବୟିତ୍ରୀ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ନୂରାବତି ସାହୁ ସ୍ଵତନ୍ତ୍ର ଅତିଥି, ସୋନପୁର ମହାବିଦ୍ୟାଳୟ ଇତିହାସ ବିଭାଗର ମୁଖ୍ୟ ଡକ୍ଟର ହିମାଂଶୁ ଶେଖର ପାଢୀ ମୁଖ୍ୟ ବକ୍ତା, କଳାହାଣ୍ଡି ଜିଲ୍ଲାର ବରିଷ୍ଠ କର୍ମକର୍ତ୍ତା ନରସିଂହ ପ୍ରସାଦ ନାଏକ, ସଂସଦର ପଶ୍ଚିମାଞ୍ଚଳ ପରିଚାଳକ ଅଧ୍ୟାପକ ଗଣପତି ବାଗ, ରାଜ୍ୟ ମହିଳା ମଞ୍ଚ ସଦସ୍ୟା ନୀଳକାନ୍ତି ପଟ୍ଟନାୟକ, ଏବଂ ସଂସଦର ପଶ୍ଚିମାଞ୍ଚଳ ପର୍ଯ୍ୟବେକ୍ଷକ ବିଭୂତି ଭୂଷଣ ବିଶି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ନିଜ ନିଜ ବକ୍ତବ୍ୟ ପ୍ରକାଶ କରିଥିଲେ । ମାଟିଲଗ୍ନା ସାହିତ୍ୟ ସଂସଦର ରାଜ୍ୟ ଅଭିଭାବକ କମିଟି ସଦସ୍ୟ ଶୁଭ୍ରାଂଶୁ ଶେଖର ପାଢୀ ସଭା ପରିଚାଳନା କରିବା ସହିତ ସ୍ଵାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟ ଓ ମହା ବିଦ୍ୟାଳୟର  ଚବିଶି ଜଣ ଛାତ୍ର ଛାତ୍ରୀ ମାନଙ୍କୁ ମାଟିଲଗ୍ନା ଛାତ୍ର ମେଧା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ସଂସଦରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶ୍ରୀଯୁକ୍ତ ଲକ୍ଷ୍ମୀ ନାରାୟଣ ସାହୁ ଏବଂ ରାଧା ମୋହନ ପୁଝାରୀ ଙ୍କୁ ମାଟିଲଗ୍ନାଶ୍ରୀ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପୂର୍ବରୁ ସଂସଦର ରାଜ୍ୟ ସଭାପତିଙ୍କ ଦ୍ଵାରା ଶ୍ରୀଯୁକ୍ତ ଲକ୍ଷ୍ମୀ ନାରାୟଣ ସାହୁ, ସଞ୍ଜୟ କୁମାର ମିଶ୍ର, ବଙ୍କା ବିହାରୀ ମହାକୁର, ଶୁଭେନ୍ଦୁ ମେହେର, ରାଧା ମୋହନ

ପୁଝାରୀ,  ସନ୍ତୋଷ କୁମାର ଅଦାବର ପ୍ରମୁଖଙ୍କୁ ଯଥାକ୍ରମେ ଜିଲ୍ଲା ସଭାପତି, ଉପସଭାପତି, ସମ୍ପାଦକ, ସହ ସଂପାଦକ, ସଂଯୋଜକ ଓ ସଂଗଠନ ସମ୍ପାଦକ ତଥା ମହିଳା ମଞ୍ଚ ପାଇଁ ସନ୍ତୋଶିନୀ ନାୟକ,  ସନ୍ତୋଶିନୀ ନନ୍ଦ, ଯଶୋବନ୍ତୀ ବାରିକ ଓ ମମତା ଦାଶଙ୍କୁ ଯଥାକ୍ରମେ ସଭାନେତ୍ରୀ, ସମ୍ପାଦିକା, ଉପସଭାନେତ୍ରୀ ଓ ସହ ସଂପାଦିକା ଭାବେ ମନୋନୀତ କରାଯାଇଥିବା ବେଳେ ଘନଶ୍ୟାମ ତ୍ରିପାଠୀ ଓ ନୀଳକାନ୍ତି ପଟ୍ଟନାୟକଙ୍କୁ ଉପଦେଷ୍ଟା ଏବଂ  କବି ଶୁଭ୍ରାଂଶୁ ଶେଖର ପାଢୀଙ୍କୁ ପର୍ଯ୍ୟବେକ୍ଷକ ଭାବରେ ମନୋନୀତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like