-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ନୟାଗଡ଼ ସହରବାସୀ ଙ୍କୁ ଆଶ୍ୱାସନା ଦେଲେ ମନ୍ତ୍ରୀ

23-Sep-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା):  ନୟାଗଡ଼ ପୈାରପରିଷଦ ପକ୍ଷରୁ ସହରବାସୀଙ୍କ ଗୃହକୁ ଆକଳନ କରି ନୂତନ ବର୍ଦ୍ଧିତ ହୋଲିଂ ଟ୍ୟାକ୍ସ ତାଲିକା ପ୍ରକାଶ କରିଛି । ବର୍ଦ୍ଧିତ ଟିକସ ଦରକୁ ନେଇ ଲୋକଙ୍କ ଅଭିଯୋଗ ରହିଥିଲେ ଏଥିପାଇଁ ଆବେଦନ କରିବାକୁ ପରାମର୍ଶ ଦିଆଯାଇଛି । ନୂତନ ତାଲିକା ସ୍ୱତନ୍ତ୍ର ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ବେଳେ ଏହି ଆକଳନ ସମୟରେ ଘର ମୁଲ୍ୟ, ଆୟତନ, ମହଲା ଇତ୍ୟାଦିକୁ ପ୍ରଧାନ୍ୟ ଦିଆଯାଇଛି । ଏଥିସହିତ ଘର ଭଡ଼ା ଲାଗିଥିଲେ, ତାହା ଅନୁସାରେ ଅଧିକ ହୋଲିଂ ଟ୍ୟାକ୍ସ ଆକଳନ ହୋଇଛି । ଫଳରେ ଯେଉଁ ଲୋକମାନେ ବିଗତ ଦିନରେ ୫ ଶହରୁ ୬ ଶହ ଟଙ୍କା ଟ୍ୟାକ୍ସ ଦେଉଥିଲେ, ଏବେ ସେମାନଙ୍କୁ ୩ ରୁ ୪ ହଜାର ଦେବାକୁ ପଡ଼ିବ ଜାଣିବା ପରେ ଭାଲେଣି ପଡ଼ିଛି । ଘର ଭଡ଼ା ଦେଇଥିବା ବ୍ୟକ୍ତିଙ୍କୁ ୧୦ ହଜାରରୁ ଉଦ୍ଧ୍ୱର୍ ଟ୍ୟାକ୍ସ ଗଣିବାକୁ ପଡ଼ିବ ବୋଲି ତାଲିକାରୁ ଜଣାପଡ଼ିଛି । ଏହାକୁ ସ୍ଥାନୀୟ ବିଧାୟକ ଡ. ଅରୁଣ କୁମାର ସାହୁ ବିରୋଧ କରିଛନ୍ତି । ଜନବିରୋଧି ଟିକସକୁ କୈାଣସି ପରିସ୍ଥିତିରେ ଗ୍ରହଣ କରାଯିବ ନାହିଁ ବୋଲି କହିଛନ୍ତି । ଜନସାଧାରଣଙ୍କ ହିତ ବିରୋଧି ହେଲେ ତାହା ଉପରେ ଆଲୋଚନା କରାଯିବ ବୋଲି ସୂଚନା ଶ୍ରୀ ସାହୁ ସୂଚନା ଦେଇଛନ୍ତି । ପୈାରାଞ୍ଚଳର ଜନସାଧାରଣଙ୍କ ସହ ନିଜେ ଏ ସମ୍ପର୍କରେ ଆଲୋଚନା କରିବେ ଏବଂ ଜିଲ୍ଲା ପ୍ରଶାସନ ଓ ପୈାର ପ୍ରଶାସନ ସହ ଆଲୋଚନା କରିବେ ବୋଲି କହିଛନ୍ତି । ଟିକସ ଲାଗୁ ହୋଇ ନାହିଁ, ଏହା ମାତ୍ର ଏକ ଆକଳନ ବୋଲି ସେ କହିଛନ୍ତି । ଏଥିପାଇଁ ଲୋକମାନେ ଭୟଭୀତ ହେବାର କୈାଣସି ଆବଶ୍ୟକତା ନାହିଁ ବୋଲି ମନ୍ତ୍ରୀ ଶ୍ରୀ ସାହୁ ସ୍ପଷ୍ଟ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like