-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

23-Sep-2021



:ଢେଙ୍କାନାଳ(ତାପସ ଦାସ ) ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଢେଙ୍କାନାଳ ସହରରେ ଗଜଲକ୍ଷ୍ମୀ ପୂଜା ପାଳନ ସଂପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି । ସମ୍ପ୍ରତି କାରୋନା ସଂକ୍ରମଣ ଓ ସରକାରଙ୍କ କୋଭିଡ଼ – ୧୯ ନିୟମ ଅନୁପାଳନ ଓ ସତର୍କତା ଅବଲମ୍ବନ ପୂର୍ବକ ଚଳିତ ବର୍ଷ ମା ' ଗଜଲକ୍ଷ୍ମୀଙ୍କ ପୂଜା ନିରାଡମ୍ବର ଭାବେ ବିଦ୍ଧି ମୁତାବକ ପାଳନ କରାଯିବ । ପୂଜା ପ୍ରତିଷ୍ଠାନ ଗୁଡିକରେ ମା ' ଗଜଲକ୍ଷ୍ମୀଙ୍କ ମୂର୍ତ୍ତି ର ଉଚ୍ଚତା ୪ ଫୁଟ ମଧ୍ୟରେ ହେବ । ଅକ୍ଟୋବର ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ପୂଜାରେ ସର୍ବାଧ୍ୟ ୭ ଜଣ ବ୍ୟକ୍ତି ଉପସ୍ଥିତ ରହିପାରିବେ । ସମସ୍ତ ଉପସ୍ଥିତ କର୍ମକର୍ତ୍ତା ମାସ୍କ ପରିଧାନ , ସାମାଜିକ ଦୂରତା ପାଳନ ସହିତ ବିଶୋଧନ ଓ ପୂଜାମଣ୍ଡପ ଆଗରେ ବାରିକେଡ଼ ନିର୍ମାଣ ପ୍ରତି ଧ୍ୟାନ ଦେବେ । ପୂଜା ପ୍ରତିଷ୍ଠାନରେ ମାଇକ ଦ୍ୱାରା କୌଣସି ପ୍ରକାର ବାଦ୍ୟ ସଂଗୀତ ଗାନ  ନାହିଁ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ନାହିଁ । ପୂଜା ପ୍ରତିଷ୍ଠାନ ଗୁଡିକରେ ସର୍ବସାଧରଣଙ୍କ ସମାବେଶ ହେବ ନାହିଁ । ଅକ୍ଟୋବର ୨୯ ତାରିଖ ଦିନ ମା ଙ୍କ ମୂର୍ତ୍ତି ବିସର୍ଜନ କରାଯିବାକୁ ସ୍ଥିର ହୋଇଛି । ଏହି ଦିନ ପୌରପାଳିକା ପକ୍ଷରୁ ନିର୍ମିତ ଅସ୍ଥାୟୀ ଜଳାଶୟରେ ମାଙ୍କ ମୃଣ୍ମୟ ମୂର୍ତ୍ତି ବିସର୍ଜନ କରାଯିବ । ଏହି ପୂଜା ସମୟରେ ପ୍ରତ୍ୟେକ ପୂଜା ପ୍ରତିଷ୍ଠାନରେ ପୋଲିସ ମୁତୟନ ସହ ଟ୍ରାଫିକ ନିୟନ୍ତ୍ରଣର ବ୍ୟବସ୍ଥା କରାଯିବ । ସହରକୁ ପରିଷ୍କାର ପରିଚ୍ଛନ , ନାଳ ନର୍ଦ୍ଦମା ସଫା , ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା, ରାସ୍ତା ମରାମତି , ବୁଲା ଗୋରୁଗାଇଷଣ୍ଢଙ୍କୁ ରାସ୍ତାରୁ ହଟାଯିବାର ବ୍ୟବସ୍ଥା, ପୂଜା ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ନିରାଡମ୍ବର ଭାବେ ମା ଲକ୍ଷ୍ମୀଙ୍କର ପୂଜା ଅନୁଷ୍ଠିତ ହେବାକୁ ଥିବାରୁ ଜନସାଧାରଣଙ୍କ ଠାରୁ କୌଣସି ପ୍ରକାର ଚାନ୍ଦା ଆଦାୟ କରାଯିବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଢେଙ୍କାନାଳର ଗର୍ବ ଓ ଗୌରବ । ଢେଙ୍କାନାଳର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ଶାନ୍ତି ଶୃଙ୍ଖଳାର ସହିତ ମା'ଙ୍କ ପୂଜା ଅନୁଷ୍ଠାନ ଓ ଭସାଣି ନିମନ୍ତେ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ , ଭାରପ୍ରାପ୍ତ ସଦର ଉପ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ତ୍ରିପାଠୀ , ମିଳିତ ବିଜାର ଲକ୍ଷ୍ମୀପୂଜା କମିଟିର ସଭାପତି ଶ୍ରୀ ବିଶ୍ଵନାଥ ବେହେରା , ସମ୍ପାଦକ ଶ୍ରୀ ପିତାମ୍ବର ସାହୁ ଏବଂ ଶ୍ରୀ ସୁଧାଶୁ କୁମାର ଦଳେଇ , ଶ୍ରୀ ରାମଚନ୍ଦ୍ର ପାତ୍ର , ଶ୍ରୀ ଗୋପାଳ ଚନ୍ଦ୍ର ପାତ୍ର , ଶ୍ରୀ ନବ କିଶୋର ଗୁରୁ ଶ୍ରୀ ଜ୍ଞାନଚାନ୍ଦ ମିଶ୍ର , ଶ୍ରୀ ରବିନାରାୟଣ ପଟ୍ଟନାୟକଙ୍କ ସମେତ ସମସ୍ତ ପୂଜା ପ୍ରତିଷ୍ଠାନର ସଭାପତି ସମ୍ପାଦକ, ବିଭିନ୍ନ ବିଭାଗୀୟ ଅଧୁକାରୀମାନେ ଯୋଗ ଦେଇ ମା ଗଜଲକ୍ଷ୍ମୀଙ୍କ ପୂଜା ପାଳନ ସମ୍ପର୍କରେ ଆଲୋଚନା କରିଛନ୍ତି । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ ମା ଗଜଲକ୍ଷ୍ମୀଙ୍କ ପୂଜାକୁ ଶାନ୍ତି ଶୃଙ୍ଖଳା ଓ ଭାଇଚାରା ମଧ୍ୟରେ ପାଳନ କରିବାକୁ ଅନୁରୋଧ କରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like