-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||      ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   (08-Mar-2026)       ||      ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   (08-Mar-2026)       ||      ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ   (08-Mar-2026)       ||      ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||     

HOME   ଅପରାଧ

କିଶୋରନଗର ରେ ଜଘନ୍ୟ ହତ୍ୟାକାଣ୍ଡ

02-Nov-2020



 

କଟକ, (ଦୀପକ କୁମାର ଷଡଙ୍ଗୀ ) : କିଶୋନଗର ଥାନା ବାଲିସୁଗୁରି ଗ୍ରାମର ଉମେଶ ଭୋଇ ରାତିରେ ଘରକୁ ଫେରୁଥିବା ବେଳେ ଏକ କୁକୁର ଜୋରେ ଭୁକି ତାଙ୍କ ଆଡକୁ ମାଡ଼ିଆସିଥିଲା।ସେ ଭୟଭୀତ ହୋଇ ପ୍ରତିରୋଧ କରିବାବେଳେ କୁକୁର ମାଲିକ ରାଜାଭୋଇ ପହଞ୍ଚି ବାରୁ ଉମେଶ ଓ ରାଜାଭୋଇ ମଧ୍ୟରେ ଜୋରଦାର ବଚସା ହୋଇଥିଲା।ଏ ଥିରେ ଉତକ୍ଷିପ୍ତ ହୋଇ ରାଜା ଓରଫ ଡାଙ୍ଗୁଆ ଉମେଶ ଭୋଇ କୁ ଏକ ହଂସୁଆ କଟୁରିରେ  ହାଣିଥିଲା।ଗୁରୁତର ଆହତ ଉମେଶ କୁ ପ୍ରଥମେ ରଘୁନାଥପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଜଗତସିଂହପୁର ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ସେଠାରେ ଚିକିତ୍ସା ଧିନ ଅବସ୍ଥା ରେ ମୃତ୍ୟୁ ଘଟିଥିବା ପୋଲିସ ସୂତ୍ରରୁ ପ୍ରକାଶ।ଉମେଶ ର ସ୍ତ୍ରୀ ରିତା ଭୋଇ ର ଏତଲା କ୍ରମେ କିଶୋରନଗର ପୋଲିସ କେଶ ନ୧୭୪/୨୦୨୦ ରେ ମୋକଦମା ରୁଜୁକରି ତଦନ୍ତ ଚଳାଇଛି।ଇତି ମଧ୍ୟରେ ଶବ ବ୍ୟବଚ୍ଛେଦ କରାଯାଇ ଗ୍ରାମକୁ ଅଣାଯାଇ ଥିବା ବେଳେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ସାଲେପୁର ଏସଡ଼ିପିଓ ଓ କିଶୋରନଗର ଥାନା ଅଧିକାରୀ   ତଦନ୍ତ କୁ ଜୋରଦାର କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   09-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   09-Mar-2026
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026
  ରାଜ୍ୟ  
ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ   08-Mar-2026
  ଜିଲ୍ଲା  
ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ   08-Mar-2026
  ଜିଲ୍ଲା  
ଆନ୍ତର୍ଜାତିକ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   08-Mar-2026
  ଜିଲ୍ଲା  
ତହଁକ୍ ତିହାର୍ ଉଦଯାପିତ   08-Mar-2026

You Might Also Like