-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୁର ସଂଘ ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାପାଳ ବଲାଙ୍ଗିରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମବେତ ହୋଇ ଭାରତ ସରକାରଙ୍କ ସଦ୍ୟ ଶ୍ରମିକ ନୀତିକୁ ବିରୋଧ 

02-Nov-2020



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର), ଭାରତୀୟ ମଜଦୁର ସଂଘ ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାପାଳ ବଲାଙ୍ଗିରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମବେତ ହୋଇ ଭାରତ ସରକାରଙ୍କ ସଦ୍ୟ ଶ୍ରମିକ ନିତିକୁ ବିରୋଧ କରି ମାନ୍ୟବର ପ୍ରଧାନମନ୍ତ୍ରୀ ଭାରତ ସରକାରଙ୍କ ଶ୍ରମିକ ମାରଣ ନୀତି ଅତିଶିଘ୍ର ପ୍ରତ୍ୟାହାର କରିବା ପାଇଁ ଏକ ଦାବିପତ୍ର ଜିଲ୍ଲା ପ୍ରଶାସନ ତଥା ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଥିଲା । ଅରୁଣ କୁମାର ସାହୁ ରାଜ୍ୟ ସାଧାରଣ ସଂପାଦକ, ଅନଙ୍ଗ କୁମାର ଠାକୁର ଜିଲ୍ଲା ସଭାପତି, ଶିବ ନାରାୟଣ ପୁରୋହିତ ଜିଲ୍ଲା ସାଧାରଣ ସଂପାଦକ ଭାରତୀୟ ମଜଦୁର ସଂଘ ବଲାଙ୍ଗିର ଶାଖା, ଗୋପବନ୍ଧୁ ଶତପଥି ଜିଲ୍ଲା ମିଡିଆ ସେଲ ତଥା ଖାଉଟି କଲ୍ୟାଣ ମଂଚର ଜିଲ୍ଲା ସଭାପତି ଏବଂ ଅନ୍ୟାନ୍ୟ କର୍ମକର୍ତ୍ତା ଜିଲ୍ଲାପାଳଙ୍କ ପାଖରେ ଦାବିପତ୍ର ଉପସ୍ଥାପନ କରିଥିଲେ । ପଶ୍ଚିମବଙ୍ଗ ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ୍ୟ ହସ୍ତକ୍ଷେପରେ ଭାରତୀୟ ମଜଦୁର ସଂଘର କର୍ମକର୍ତ୍ତାମାନଙ୍କୁ ହତ୍ୟା କରି ଶ୍ରମିକ ଦମନ ନୀତି ଅବଲମ୍ବନ କରୁଥିବାରୁ ଏହାର ତିବ୍ର ପ୍ରତିବାଦ କରି ଆଇନଗତ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । ଆଶା ସାଥି ଓ ଅନ୍ୟାନ୍ୟ ମଜଦୁର ସଂଘ, ଅଲ ଓଡିଶା ଅଙ୍ଗନୱାଡି କର୍ମିି ସଂଘ କର୍ମକର୍ତ୍ତା ଦାବିପତ୍ର ପ୍ରଦାନରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like