-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଧାନ ଫସଲ ବୀମା ପ୍ରଦାନରେ ବୈମାତୃକ ମନୋଭାବ ପ୍ରଦର୍ଶନ କରାନଯାଉ- କୋସଲ ରାଜ୍ୟ ସମନ୍ୱୟ ସମିତି

02-Nov-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର): ଖରିଫ୍ ଧାନ ଫସଲ ବୀମା ପ୍ରଦାନରେ ବିଳମ୍ବ, ପାତର ଅନ୍ତର, ବିଭାଜନ ପ୍ରକ୍ରିୟା କରାଯାଉଛି ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତି ଅଭିଯୋଗ କରିଛି । ଏଥି ପାଇଁ କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ଫସଲବୀମା ଶିଘ୍ର ପ୍ରଦାନ ଦାବିକୁ ନେଇ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ଦେଓଗାଁ ବ୍ଲକ ମଧ୍ୟରେ କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ ଓ ସାଧାରଣ ସଂପାଦକ ବିଭୁଦତ୍ତ ମିଶ୍ରଙ୍କ ନେତୃତ୍ୱରେ ବିଭିନ୍ନ ପଂଚାୟତର ଚାଷୀମାନଙ୍କୁ ସଂଗଠିତ କରି ଆସନ୍ତା ତା.୦୬.୧୧.୨୦୨୦ରେ ଦେଓଗାଁ ତହସିଲଦାର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦାବିପତ୍ର ପ୍ରଦାନ କରିବା ପାଇଁ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତିି ନିଆଯାଇଛି । ଆଜି ଦେଓଗାଁ ବ୍ଲକର ଗାଇବାହାଲ, ସିକୁଆଁ ଓ ବଡବନ୍ଧ ଠାରେ ଡା.ଶୁଶାନ୍ତ କୁମାର ଚାନ୍ଦଙ୍କ ସଭାପତିତ୍ୱରେ ଯଥାକ୍ରମେ ଶିବ ବିଶ୍ୱାଲ, ନବିନ ପ୍ରଧାନ ଓ ମାନଭଞ୍ଜନ ଗଡତ୍ୟାଙ୍କ ନେତୃତ୍ୱରେ  ଉକ୍ତ ତିନୋଟି ପଂଚାୟତରେ ଚାଷୀମାନଙ୍କର ବୈଠକ ଅନୁଷ୍ଠିତ ହୋଇଥିଲା ।  ଏଥିରେ କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ଶ୍ରୀ ସାହୁ, ସବୁ କ୍ଷେତ୍ରରେ ଏପରି କି କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ସରକାର ପାତରଅନ୍ତର ନିତି ଅବଲମ୍ବନ କରୁଛନ୍ତି ଓ ଏହାର ଏକମାତ୍ର ବିକଳ୍ପ ସ୍ୱତନ୍ତ୍ର କୋସଲ ରାଜ୍ୟ ବୋଲି ମତବ୍ୟକ୍ତ କରିଥିଲେ । ସାଧାରଣ ସଂପାଦକ ଶ୍ରୀ ମିଶ୍ର ଫସଲବୀମା ଓ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରି ଚାଷୀମାନେ ସଂଗଠିତ ହେବାକୁ ପରାମର୍ଶ ଦେଇଥିଲେ । ଆଗାମୀ ଦିନରେ ଏ ଅଂଚଳର ସମସ୍ତ କୃଷକମାନଙ୍କୁ ସଂଗଠିତ କରି ଏକ ବଡ ଧରଣର ଚାଷୀ ଆନ୍ଦୋଳନ ତଥା ସ୍ୱତନ୍ତ୍ର କୋସଲ ରାଜ୍ୟ ଦାବିର ଆନ୍ଦୋଳନକୁ ତିବ୍ରତର କରାଯିବ ବୋଲି ବୈଠକରେ ପ୍ରକାଶ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like