-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ଡାକ୍ତରଙ୍କୁ ମାଡ କୁ ନେଇ ଢେ଼ଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ମାନଙ୍କ ପ୍ରତିବାଦ

02-Nov-2020



ଢେଙ୍କାନାଳ (ଦୀପକ କୁମାର ଷଡଙ୍ଗୀ )=ଗତ କାଲି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ କାର୍ଯ୍ୟରତ ଡାକ୍ତରଙ୍କୁ ମାଡ ଅଭଯୋଗ ନେଇ ଆଜି ଡାକ୍ତର ମାନେ ପ୍ରତିବାଦ କରିବା ଓ ଅଭିଯୁକ୍ତ ବିରୋଧରେ କାର୍ଯ୍ୟାନୁଷଠାନ ଗ୍ରହଣ ନ କରାଯିବା ନେଇ ଡାକ୍ତର ମାନେ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ ଗତକାଲି ଖମାର ସାହିର ନରେନ୍ଦ୍ର ନାଏକ ନାମକ ରୋଗୀଙ୍କୁ ନେଇ ତାଙ୍କ ସଂପର୍କୟମାନେ ଡାକ୍ତର ଖାନା ରେ ଭର୍ତି କରାଇଥିଲେ , ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯାହାକୁ ନେଇ ସମ୍ପର୍କୀୟ ମାନେ ଡାକ୍ତର ଖାନ ପରିସରରେ ଉତ୍ତେଜନା ସୃଷ୍ଟି କରିବା ସହ ଉକ୍ତ ଦାୟିତ୍ଵ ରେ ଥିବା ଡାକ୍ତର ତୁଷାର କାନ୍ତ ରଥ ଙ୍କୁ ଆକ୍ରମଣ କରିବା ସହ ଡାକ୍ତରଖାନା ରେ ଥିବା ଅନେକ ଜିନିଷପତ୍ର ମଧ୍ୟ ଭଙ୍ଗାରୁଜା କରିଥିଲେ । ଏନେଇ ଟାଉନ୍ ଥାନାରେ ଏକ ମାମଲା ରୁଜୁ ହୋଇଛି । ଏହା ସହ ଡାକ୍ତର ଙ୍କ ଉପରେ ଆକ୍ରମଣ କୁ ଆଦୋଉଁ ବରଦାଷ୍ଟ୍ କରାଯିବ ନାହିଁ ଓ ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠନ ନେବାକୁ ଦାବି କରିଛନ୍ତି । ଡାକ୍ତର ମାନଙ୍କ ନିରାପତ୍ତା ଓ ସୁରକ୍ଷା ଦୃଷଟିକୋଣରୁ ମେଡିକାଲ୍ ପରିସରରେ ଫାଣ୍ଡି ସ୍ଥାପନା ନିମନ୍ତେ ସମସ୍ତ ଡାକ୍ତର ମାନେ cdmo ଙ୍କୁ ଏକ ଦାବି ପତ୍ର ଦେଇଛନ୍ତି । ତେବେ ଘଟଣା କୁ ତଦନ୍ତ କରିବା ପରେ ଦୋଷୀ ଙ୍କ ବିରୋଧରେ କାର୍ଯ୍ୟାନୁଷଠାନ ନିଆଯିବ ବୋଲି ସଦର sdpo କହିଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like