-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜେ. ଏସ. ଏମ. କଲେଜ ପରିସରରେ ୨୦୨୦ -୨୧ ଫ୍ରେଶର ଦିବସ ପାଳିତ।

02-Nov-2020




ବଲାଙ୍ଗିର (ପ୍ରେରଣା ଖବର) - ବଲାଙ୍ଗୀର ସହର ମଧ୍ୟରେ ଥିବା ଜେ, ଏସ,ଏମ, ଯୁକ୍ତ ଦୁଇ କଲେଜ ଓ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପର୍ବ ଆରମ୍ଭ ହୋଇଯାଇଛି।ତେବେ ୨୦୨୦-୨୧ ଚଳିତ ବର୍ଷ ପାଇଁ ନୂତନ ଭାବେ ଏଡ଼ମିଶନ ନେଇଥିବା ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିବା ତଥା ସେମାନଙ୍କ ଉଜ୍ଵଲ ଭବିଷ୍ୟତ କାମନା କରିବା ପାଇଁ ଫେଶର ଦିବସ ପାଳିତ ହୋଇଥିଲା। ତେବେ ଏହି ଫ୍ରେଶର ଦିବସରେ ଦୈନିକ ପ୍ରମେୟର ଡ଼ି. ଜି. ଏମ. ଅଖିଳ ଚନ୍ଦ୍ର ହୋତା ମୁଖ୍ୟ ବକ୍ତା ଭବରେ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ପ୍ରାଚୀ ପ୍ରିୟଦର୍ଶିନୀ ପଣ୍ଡା ଚାନ୍ଦ, ଜେ ଏସ,ଏମ,କଲେଜର ଡ଼ାଇରେକ୍ଟର ଶ୍ରୀକାନ୍ତ ଶର୍ମା, ମେଣ୍ଟର ପୀତବାସ ପଣ୍ଡା,ଏଚ,ଓ,ଡ଼ି,  ଚେତନା ଅଗ୍ରୱାଲ,ଯେ,ଏସ,ଏମ, ବାଣିଜ୍ୟ କଲେଜର ଅଧକ୍ଷ ମିହିର କୁମାର ପଟ୍ଟନାୟକ ଙ୍କ ସହ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ। ସୂଚନା ଅନୁସାରେ ଏହି ଶିକ୍ଷାନୁଷ୍ଠାନ ୨୦୧୬ରୁ ଆରମ୍ଭ ହୋଇଥିବାବେଳେ ପ୍ରତିବର୍ଷ ଏହି ମହାବିଦ୍ୟାଳୟରେ ଶତାଧିକ ଛାତ୍ରଛାତ୍ରୀ ଉତ୍ତୀର୍ଣ ହୋଇ ନିଜର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଥାନ୍ତି। ସେପଟେ  ଏହି ଅବସରରେ ମିଷ୍ଟର ଫ୍ରେଶ  ର ଭାବେ ଅଙ୍କିତ ଶର୍ମା, ମିସ ଫ୍ରେଶର ଭାବେ ପ୍ରିୟଙ୍କା ଗର୍ଗ, ଓ ଯୁକ୍ତ ୩ ରେ ୟଶ ଅଗ୍ରୱାଲ, ଏବଂ ଛାତ୍ରୀ ମାନଙ୍କ ମଧ୍ୟ୍ୟରୁ ଅଞ୍ଜଳି ଙ୍କୁ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ