-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରେଙ୍ଗାଲି ବିଧାୟକଙ୍କୁ ଭେଟିଲେ ତଲlବିରା ବିସ୍ଥାପିତ ଗ୍ରାମବାସୀ

02-Nov-2020



ସମ୍ବଲପୁର (ସଞ୍ଜୀବ ପାଣିଗ୍ରାହୀ)- ଆଜି ତଲାବିରା ବସ୍ତି କୁ ବିସ୍ଥାପନ ପାଇଁ ତଲାବିରା ଗ୍ରାମବାସୀ ଏବଂ ତଲାବିରା ପୁଜା କମିଟି ର ସମ୍ପାଦକ ମନବୋଧ ଦାସ ଓ ସଦସ୍ୟ ବୃନ୍ଦ ଖଗେଶ୍ବେର ପ୍ରଧାନ, ପ୍ରଶ୍ନନ୍ନ କୁମାର ନାଥ ଏବଂ ଗ୍ରାମବାସୀ ଙ୍କ ତରଫରୁ କିଶୋର ସାହୁ, ଦିବାକର ଭୋଇ, ଶୁନିଲ ଦାସ,ଉମାକାନ୍ତ ନାଥ,ନେପାଲ ସାଲିମା, କର୍ମଜୀବୀ ଏକତା ସଂଗଠନ ର ଆବାହକ ଶ୍ରୀ ହେମନ୍ତ କୁମାର ପାଣ୍ତେ ରେଙ୍ଗାଲି ବିଧାୟକ ଶ୍ରୀ ନାଉରି ନାୟକଙ୍କୁ ଭେଟି ପତ୍ର ମାଧ୍ୟମରେ ଅନୁରୋଧ କରିଥିଲେ l ତଲାବିରା ଗ୍ରାମର ପାଖା ପାଖି ୯୫% ଚାଷ ଜମି NLC କମ୍ପାନୀ ଦ୍ବାରା ଅଧିଗ୍ରହଣ କରାଯିବା ସହିତ, ଜୀବନ କୀବିକା ପାଇଁ ଗ୍ରାମବାସୀ ନିର୍ଭର କରୁଥିବା ରାସ୍ତା ଘାଟ, ବନ୍ଧକଟା ତଥା ଚାଷ ଜମି କୁ ଯୋର ଜବର ଦସ୍ତି କବଜା କରି NLC କମ୍ପାନୀ ମାଟି ପକାଉଛି l ଯାହା ଫଳରେ ତଲାବିରା ବସ୍ତିର ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ବୁଖିନ ହେଉଛନ୍ତି, ପୂର୍ବରୁ ମଧ୍ୟ ତତ୍ କାଲିନ ଜିଲ୍ଲାପାଳ ସମର୍ଥ ବର୍ମା ଓ NLC କମ୍ପାନୀର CMD ରାକେଶ କୁମାର ତଲାବିରା ବସ୍ତି କୁ ଯାଇ ଲୋକମାନଙ୍କର ସମସ୍ୟା କୁ ହୃଦୟଙ୍ଗମ କରି ବସ୍ତି ବିସ୍ଥାପନର ପ୍ରସ୍ଥାବ ସରକାରଙ୍କ ପାଖକୁ ପଠାଇବା ପାଇଁ ପ୍ରତିଶୃତି ଦେଇଥିଲେ l

ବିଧାୟକ ଶ୍ରୀ ନାଉରୀ ନାୟକ ସଙ୍ଗେ ସଙ୍ଗେ ଏ ବିଷୟରେ କେନ୍ଦ୍ର କୋଇଲା ମନ୍ତ୍ରୀ ଶ୍ରୀମାନ ପ୍ରହଲ୍ଲାଦ ଯୋଶୀ ଙ୍କୁ ପତ୍ର ଲେଖି ଏ ବିଷୟରେ ଅବଗତ କରାଇବା ସହିତ ଏହାର ଏକକିତା ନକଳ ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡିଶା, ଉତ୍ତରାଞ୍ଚଳ ରାଜସ୍ବ କମିଶନର, ସମ୍ବଲପୁର ଓ ଜିଲ୍ଲାପାଳ, ସମ୍ବଲପୁର ଙ୍କୁ ପ୍ରେରଣ କରିବା ସହିତ ଏ ବିଷୟରେ RPDAC ବୈଠକରେ ଉପସ୍ଥାପନ କରିବା ପାଇଁ ପ୍ରତିଶୃତି ଦେଇଥିଲେ ଏବଂ ସେ ନିଜେ ମାନ୍ୟବର ସାଂସଦଙ୍କ ସହ କିଛି ଗ୍ରାମବାସୀଙ୍କୁ ନେଇ ଦିଲ୍ଲୀରେ ମାନ୍ୟବର କୋଇଲା ମନ୍ତ୍ରୀ ଙ୍କୁ ଦେଖାକରି ଏହାର ଗମ୍ବିରତା ବିଷୟରେ ଅବଗତ କରାଇବେ ବୋଲି ଗ୍ରାମବାସୀଙ୍କୁ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like