-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

03-Nov-2020



୧.ଆରସିବିକୁ ୬ ଓ୍ୱିକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ, ପ୍ଲେ-ଅଫରେ କଲା ପ୍ରବେଶ ।

 

୨-ଆଜି ଭୋଟ । ଅନେକ ଗୁରୁତ୍ୱପୂର୍ଣ୍ଣ ଦିଗକୁ ଇସାରା କରିବ ଉପନିର୍ବାଚନ ।।

 

୩-ରାଷ୍ଟ୍ରପତି ପଦ ପାଇଁ ଭୋଟ ଦେବ ଆମେରିକା । ଟ୍ରମ୍ପ ଓ ବାଇଡେନଙ୍କ ଭିତରୁ କାହାକୁ ବାଛିବେ ଆମେରିକା ଜନତା ?

 

୪-ସ୍ପଟ୍ ଆଡମିଶନ ପାଇଁ ନୋଟିସ୍ । ଯୁକ୍ତ ୩ ପ୍ରଥମ ବର୍ଷର ସ୍ପଟ୍ ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ କଲା ଉଚ୍ଚଶିକ୍ଷା ବିଭାଗ ।

 

୫-କ୍ବାରେଣ୍ଟାଇନ୍‌ରେ WHO ମୁଖ୍ୟ, କରୋନା ସଂକ୍ରମିତଙ୍କ 

ସଂସ୍ପର୍ଶରେ ଆସିଥିଲେ ।

 

୬-ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ଧର୍ମପତ୍ନୀ କରୋନା ପଜିଟିଭ ।

 

୭-ହାଇକୋର୍ଟରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ୩ ଡିଇଓଙ୍କ କ୍ଷମା ପ୍ରାର୍ଥନା ।

 

୮-କଟକ ସହରରେ ଆରମ୍ଭ ହେଲା ସେରୋ ସର୍ଭେ : କରୋନା ସଂକ୍ରମିତ ହୋଇଥିବା ଅଂଚଳରୁ କରାଯାଉଛି ସାମ୍ପଲ ସଂଗ୍ରହ; ଆସନ୍ତା ୫ ତାରିଖ ଯାଏଁ ଚାଲିବ ସର୍ଭେ ।

 

୯-ଭିଜିଲାନ୍ସ ସଚେତନତା ସପ୍ତାହ ଉଦ୍‌ଯାପିତ : ଭୁବନେଶ୍ୱର ଡିଭିଜନ୍ ଶ୍ରେଷ୍ଠ ।

 

୧୦-କୋଭିଡ୍ ଟୀକା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ପ୍ରସ୍ତୁତ । ରାଜ୍ୟରେ ୮୯ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀ ଓ ଅଙ୍ଗନବାଡି କର୍ମୀଙ୍କ ତଥ୍ୟ ସଂଗ୍ରହ ।

 

୧୧-ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା ।

 

୧୨-ଜିଏସଟି ଆଦାୟ, ପେଟ୍ରୋଲ-ଡିଜେଲର ବିକ୍ରି ଓ ଗାଡ଼ି ବିକ୍ରିକୁ ନେଇ ବିଶେଷଜ୍ଞଙ୍କ ଆକଳନ । ଟ୍ରାକକୁ ଫେରୁଛି ଦେଶର ଅର୍ଥନୀତି । ବିଶେଷଜ୍ଞ କହିଲେ ମିଳୁଛି ଖୁବ ଭଲ ସଂକେତ ।

 

୧୩-ଦିଲ୍ଲୀର ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦଙ୍କ ଅଭିଯୋଗ : ପ୍ରଥମେ ଭିଡିଓ ସୁଟ୍ କରି ଭାଇରାଲ୍ କରିଥିବା ଯୁବକ, ତାଙ୍କ ସହ କରିଛନ୍ତି ଠକେଇ .।

 

୧୪-ଚାଲିଯାଇଛି ‘ଗୋନି’, ପଛରେ ଛାଡି ଯାଇଛି ଯନ୍ତ୍ରଣା, ଆସୁଛି ଆଉ ଏକ ବାତ୍ୟା .।

 

୧୫-ଖୋଲାରେ ବିକ୍ରି ହେବ ନାହିଁ ବିଡ଼ି-ସିଗାରେଟ; ଦିଲ୍ଲୀ ସରକାର ଜାରି କଲେ ନିର୍ଦେଶ ।

 

୧୬-ଏସିଆ ମହାଦେଶର ସର୍ବବୃହତ ଲବଣ ହ୍ରଦ ଚିଲିକାର ପରିବେଶ ଏବେ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖମରିତ ହୋଇଛି।

 

୧୭-ଏଣିକି ଇପିଏଫ୍‌ ପେନସନ୍‌ ଉପଭୋକ୍ତା ଯେକୌଣସି ମାସରେ ଦାଖଲ କରିପାରିବେ ଡିଜିଟାଲ୍‌ ଜୀବନ ପ୍ରମାଣପତ୍ର ।

 

୧୮-ଚୀନ ତିଆରି କଲା ଦୁନିଆର ସବୁଠୁ ବଡ ଏୟାର ଲଞ୍ଚ ମିସାଇଲ୍, ଭାରତ-ଆମେରିକା ପାଇଁ ସାଜିପାରେ ବିପଦ

 

୧୯-ଏମ୍‌ପିଏଲ୍‌ ଭାରତୀୟ କ୍ରିକେଟ୍‌ ଦଳର ପୋଷାକ ପ୍ରାୟୋଜକ ।

 

 

୨୦-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡ଼ିଓ କନ୍‌ଫରେନ୍ସ ଜରିଆରେ ହିଞ୍ଜିକିକାଟୁ, ଛତ୍ରପୁର ଓ ଭୁବନେଶ୍ୱରଠାରେ ତିନୋଟି କ୍ରୀଡ଼ା ପ୍ରକଳ୍ପର ଉଦ୍‌ଘାଟନ ।

 

୨୧-ଅନ୍‌ଲାଇନ୍‌ରେ ନନ୍ଦନକାନନ ପଶୁପକ୍ଷୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିପାରିବେ ପଶୁପ୍ରେମୀ ।

 

୨୨-୧୦ ଲକ୍ଷ ଲୋକଙ୍କୁ ଚାକିରି ଦେଲେ ଯଦି ଟଙ୍କା କମ ପଡେ ତେବେ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ବେତନ କାଟି ଦରମା ଦେବୁ: ତେଜସ୍ଵୀ ଯାଦବ ।

 

୨୩-କ୍ରିକେଟକୁ ବାଏ ବାଏ କହିଲେ ସେନ ୱାଟସନ । କ୍ରିକେଟର ସବୁ ଫର୍ମାଟରୁ ନେଲେ ସନ୍ୟାସ । ୨୦୨୧ରେ ଖେଳିବେନି ଆଇପିଏଲ ।

 

*ଶୁଭ ସକାଳ,ସୁପ୍ରଭାତ*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like