-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଦେଶ ବିଦେଶ

କମଲନାଥଙ୍କ ବଡ଼ ବିଜୟ: ଇସିଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ!!*

03-Nov-2020



  ମଧ୍ୟପ୍ରଦେଶ ଉପନିର୍ବାଚନ ପୂର୍ବରୁ କଂଗ୍ରେସ ଓ ଦଳର ବରିଷ୍ଠ ନେତା କମଲନାଥଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ବାରମ୍ବାର ଆଚରଣ ବିଧି ଉଲ୍ଲଙ୍ଘନ ଘଟଣାରେ ନିର୍ବାଚନ କମିଶନ କମଲନାଥଙ୍କ ବିରୋଧରେ ଦେଇଥିବା ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। କମଲନାଥ ବାରମ୍ବାର ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବାରୁ ତାଙ୍କୁ କଂଗ୍ରେସର ଷ୍ଟାର ତାଲିକାରୁ ନିର୍ବାଚନ କମିଶନ ବିଦା କରିଥିଲେ। ତେବେ ଏହାକୁ ସୁପ୍ରିମକୋର୍ଟରେ ସେ ଚ୍ୟାଲେଞ୍ଜ କରିଥିଲେ। ଆଜି ସୁପ୍ରିମକୋର୍ଟଙ୍କ ରାୟ କମଲନାଥଙ୍କ ସପକ୍ଷରେ ଯାଇଛି!!ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡେ କହିଛନ୍ତି, ରିପ୍ରେଜେନଟେସନ ଅଫ ଦି ପବ୍ଲିକ ଆକ୍ଟ ୧୯୫୧ର ଧାରା ୭୭ ଅଧୀନରେ କିଏ ରାଜନୀତିକ ଦଳର ନେତା ହେବେ, ତା’ର ନିଷ୍ପତ୍ତି ନେବାକୁ ନିର୍ବାଚନ କମିଶନ କେଉଁଠି କ୍ଷମତା ପାଇଲେ???? ଏ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କ କୌଣସି କ୍ଷମତା ନାହିଁ। ପ୍ରାଥମିକ ଆକଳନ ଅନୁଯାୟୀ, ଜଣେ ବ୍ୟକ୍ତିଙ୍କୁ ଷ୍ଟାର ପ୍ରଚାର ତାଲିକାରୁ ବାଦ ଦେବାର କ୍ଷମତା ଇସିଙ୍କର ନାହିଁ। ତେଣୁ କମଲନାଥଙ୍କ ବିରୋଧରେ ଇସି ଦେଇଥିବା ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଉଛନ୍ତି!! ତେବେ ଏହାକୁ ବିରୋଧ କରି ଇସିଙ୍କ ଓକିଲ କହିଥିଲେ ଯେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ମାମଲାରେ କମଲନାଥଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସେହିପରି ଆସନ୍ତାକାଲି ଉପ ନିର୍ବାଚନ ହେବ, ଏଭଳି ଆବେଦନର ଆଉ କୌଣସି ମୂଲ୍ୟ ନାହିଁ ବୋଲି ସେ ଯୁକ୍ତି କରିଥିଲେ। ଏହା ଶୁଣି ସୁପ୍ରିମକୋର୍ଟ କହିଥିଲେ ଯେ କମଲନାଥ ଯେଉଁ ଆବେଦନ କରିଛନ୍ତି, ତା’ ଉପରେ ଇସି ଜବାବ ଦାଖଲ କରିବେ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like