-+91-9937148622 |
prerana_bgr@rediffmail.com |
Saturday 7th March 2026 |
R.N.I. Regd No. ODIODI/2010/46693
Breaking News
03-Nov-2020
ରାଜ୍ଯରେ ୧୨୦୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୯୭ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪। ରାଜ୍ଯରେ ଏଯାବତ୍ ୨,୯୪,୪୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!