-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
03-Nov-2020
ବାଲେଶ୍ୱର, (ପ୍ରେରଣା ଖବର) : ବାଲେଶ୍ୱରରେ ଆଜି ଭୋଟ୍ ଚାଲିଥିବା ବେଳେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ଅଭିଯୋଗ ହୋଇଛି। ଜଣେ ମହିଳାଙ୍କୁ ଅଟକ ରଖି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ମହିଳା ଜଣକ ୧ ନଂ ଓ୍ୱାର୍ଡ ଆଦିବାସୀ ସାହିରେ ଟଙ୍କା ବାଣ୍ଟୁଥିବା ଅଭିଯୋଗ କରାଯାଇଛି!! କିଛି ସମର୍ଥକଙ୍କ ସହ ଆସି ଜଣେ ମହିଳା ଟଙ୍କା ବାଣ୍ଟିଥିବା ଅଭିଯୋଗ ହୋଇଥିଲା। ସ୍ଥାନୀୟ ଲୋକେ ମହିଳାଙ୍କୁ ଧରି ସଦର ଥାନା ପୋଲିସ ଜିମା ଦେଇଥିଲେ।ମହିଳା ଜଣକ ମୟୂରଭଞ୍ଜରୁ ଆସିଥିବା ସୂଚନା ମିଳିଛି!!