-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜୀବନଶୈଳୀ

ଆଜି ମନେ ପଡନ୍ତି ଅନ୍ନପୂର୍ଣ୍ଣା ମହାରଣା

03-Nov-2020




ଭାରତୀୟ ସ୍ବାଧୀନତା ସ˚ଗ୍ରାମରେ ଅନେକ ଓଡ଼ିଆଙ୍କ ପାରିବାରିକ ଅବଦାନ ଥିଲା। ଗୋପବନ୍ଧୁ ଚୌଧୁରୀ-ରମାଦେବୀ, ନବକୃଷ୍ଣ ଚୌଧୁରୀ-ମାଳତୀ ଚୌଧୁରୀ ଆଦିଙ୍କ ଦୃଷ୍ଟାନ୍ତ ଦିଆଯାଇପାରେ। ଏହି ଦୁଇ ପରିବାର ସ୍ବାଧୀନତା ସ˚ଗ୍ରାମକୁ ନିଜର ସର୍ବସ୍ବ ଦେଇଥିଲେ। ଗୋପବନ୍ଧୁ ଓ ରମାଦେବୀଙ୍କ ଏକମାତ୍ର କନ୍ୟା ଥିଲେ ଅନ୍ନପୂର୍ଣ୍ଣା ମହାରଣା(ଜନ୍ମ: ୩ ନଭେମ୍ବର୍‌ ୧୯୧୭; ମୃତ୍ୟୁ: ୩୧ ଡିସେମ୍ବର୍‌ ୨୦୧୨); ଶ୍ରଦ୍ଧା ନାମ ‘ଚୁନି’। ସମସାମୟିକ ସମାଜରେ ‘ଚୁନିଅପା’ ଭାବେ ସେ ଜଣାଶୁଣା ଥିଲେ। ଗୋପବନ୍ଧୁ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଶୈଶବରେ ହିଁ ଏହାର ପ୍ରଭାବ ଚୁନିଙ୍କ ଉପରେ ପଡ଼ିଥିଲା। ମହାତ୍ମାଙ୍କ ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ। ଗୋପବନ୍ଧୁ, ସରକାରୀ ବିଦ୍ୟାଳୟରେ ନିଜର ସନ୍ତାନଙ୍କୁ ପଢ଼ାଇବାକୁ ଚାହୁଁ ନ ଥିଲେ। ତେଣୁ, ଚୁନିଙ୍କର ଶିକ୍ଷା ଘରେ ହୋଇଥିଲା। ଘରେ ସେ ପଢ଼ିଥିଲେ; ଜ୍ଞାନାର୍ଜନ କରିଥିଲେ। ପିତା-ମାତାଙ୍କର ଶ୍ରେଷ୍ଠ ଗୁଣଗୁଡ଼ିକ ତାଙ୍କଠାରେ ବିକଶିତ ହୋଇଥିଲା ଏବ˚ ସେ ଅତ୍ୟନ୍ତ ଶୃଙ୍ଖଳିତ ଓ ପାରଙ୍ଗମ ହୋଇପାରିଥିଲେ। ତେର ବର୍ଷ ବୟସରେ ସେ ସ୍ବାଧୀନତା ସ˚ଗ୍ରାମରେ ଯୋଗଦେଇଥିଲେ ଏବ˚ ୧୯୩୨ରେ ମାତ୍ର ପନ୍ଦର ବର୍ଷ ବୟସରେ ଜେଲ୍‌ ଯାଇଥିଲେ। ୧୯୩୪ରେ ସେ ମହାତ୍ମାଙ୍କ ସହ ପୁରୀରୁ-ଭଦ୍ରକ ହରିଜନ ପଦଯାତ୍ରାରେ ଯୋଗଦେଇଥିଲେ। ହରିଜନ ସେବାକୁ ସେ ଜୀବନର ଏକ ବ୍ରତ ଭାବେ ଗ୍ରହଣ କରିଥିଲେ। ୧୯୪୨ରେ ପିତାଙ୍କ ଇଚ୍ଛା ଅନୁଯାୟୀ ଚୁନି ଅସବର୍ଣ୍ଣ ବିବାହ କରିଥିଲେ। ପତି ଶରତ ଚନ୍ଦ୍ର ମହାରଣା ଥିଲେ ବୈଶ୍ୟ। ଭାରତ ଛାଡ଼ ଆନ୍ଦୋଳନ ସମୟରେ ତାଙ୍କୁ ପ୍ରାୟ ଅଢ଼େଇ ବର୍ଷ କାରାଗାରରେ ଅଟକ ରହିବାକୁ ପଡ଼ିଥିଲା। ୧୯୫୮ରେ ସନ୍ଥ ବିନୋବାଙ୍କ ଭୂଦାନ ଆନ୍ଦୋଳନରେ ସାମିଲ ହୋଇଥିଲେ। ଜୟପ୍ରକାଶ ନାରାୟଣଙ୍କ ସ˚ପୂର୍ଣ୍ଣ କ୍ରାନ୍ତି ଆନ୍ଦୋଳନରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଜୟପ୍ରକାଶଙ୍କ ନେତୃତ୍ବରେ ଚମ୍ବଲର ଦୁର୍ଦ୍ଧର୍ଷ ଡକାଏତମାନଙ୍କ ଆତ୍ମ-ସମର୍ପଣ କାର୍ଯ୍ୟକ୍ରମରେ ସାମିଲ ହୋଇ ଜାତୀୟ ସ୍ତରରେ ଚର୍ଚ୍ଚିତ ହୋଇଥିଲେ। ଉକ୍ତ ଅଭିଜ୍ଞତାକୁ ନେଇ ଲେଖିଥିଲେ- ‘ଦସ୍ୟୁ ହୃଦୟର ଦେବତା’।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ