-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅଖିଲ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ତରଫରୁ ୱେବ୍ ସଂଗୋଷ୍ଠୀ ଆୟୋଜନ

03-Nov-2020



ବଲାଙ୍ଗିର,: ଅଖିଲ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥଙ୍କ ସମଗ୍ର କୃତି ସଂପର୍କରେ ଏକ ୱେବ୍ ସଂଗୋଷ୍ଠୀ ଜିଲ୍ଲା ସଭାପତି ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ମର୍ଯ୍ୟଦାରେ ରାଜ୍ୟ ସଭାପତି ଡ. ରମେଶ ପତ୍ରୀ, ମୁଖ୍ୟବକ୍ତା ରାଜ୍ୟ ସଂପାଦକ ସନ୍ତୋଷ ମହାପାତ୍ର, ସମ୍ମାନିତ ଅତିଥି ଡ.ଶିବ ପ୍ରସାଦ ନନ୍ଦ ତଥା ପ୍ରମୁଖ ବକ୍ତା ଅଚ୍ୟୁତାନନ୍ଦ ଉଦ୍‌ଗାତା ଏବଂ ସୁଶ୍ରୀ ସବିତା ଭୋଇ ସଂଗୋଷ୍ଠୀରେ ଅଂଶଗ୍ରହଣ କରି ପୂର୍ଣ୍ଣଚନ୍ଦ୍ର ରଥଙ୍କ ସମଗ୍ର କାର୍ଯ୍ୟଧାରାର ଐତିହାସିକ, ଶୈକ୍ଷିକ ତଥା ସାଂସ୍କୃତିକ ଦିଗ ଉପରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ । ସୁଶ୍ରୀ ସଂଯୁକ୍ତ ପରିଚ୍ଛା ସଂଗୋଷ୍ଠୀକୁ ସଂଯୋଜନା କରିଥିଲେ । ପରିଷଦର ରାଜ୍ୟ ସଂଗଠନ ସଂପାଦକ ନାରାୟଣ ନାୟକ ଏବଂ ସାଧାରଣ ସଂପାଦକ ଧର୍ମବ୍ରତ ରଥ ତଥା ସଭ୍ୟ ରଙ୍କମଣି ବାରିକ ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଡା. ଅଶୋକ ସେଠୀ, ନୀଳମଣି ମିଶ୍ର, ପ୍ରଭାକର ମିଶ୍ର, ଧିରେନ୍ଦ୍ର ନାରାୟଣ ସିଂଦେଓ, ଡ. ତରୁଣ ମିଶ୍ର, ସତ୍ୟନାରାୟଣ ପ୍ରଧାନଙ୍କ ସହିତ ପ୍ରଦେଶ ତଥା ପ୍ରଦେଶ ବାହାରୁ ଅର୍ଦ୍ଧଶତାଧିକ କାର୍ଯ୍ୟକର୍ତ୍ତା ଏ ସଂଗୋଷ୍ଠୀରେ ଯୋଗଦାନ କରିଥିଲେ । ସଭ୍ୟ ରାମଚନ୍ଦ୍ର ପଟେଲ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like