-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କୁଶ ନାଗଙ୍କ ସ୍ମୃତିରେ ଶୋକସଭା

03-Nov-2020



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)-  ବଲାଙ୍ଗୀରର ଜିଲ୍ଲା ଅବସର ପ୍ରାପ୍ତ ପୌରକର୍ମଚାରୀ ସଂଘର ସଭାପତି ସୁଧିର ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ଭବନ ପରିସରରେ କୁଶ ନାଗଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସ୍ୱର୍ଗତ ନାଗ ପୌରକର୍ମଚାରୀ ସଂଘ ତଥା ଅବସରପ୍ରାପ୍ତ କର୍ମଚାରୀ ସଂଘର ଜଣେ ଦକ୍ଷ ସଂଗଠକ ଥିଲେ । ତତ୍ ସଙ୍ଗେ ସଙ୍ଗେ ସେ ନିତିବାନ, ନିଷ୍ଠାପର, ପରୋପକାରୀ, ସମାଜସେବୀ ଦରଦୀ ମଣିଷ ଭାବେ ପରିଚିତ ଥିଲେ । କର୍ମଚାରୀମାନଙ୍କର ହକ୍ ଦାବୀ ପାଇଁ ସେ ସଦା ସର୍ବଦା ଆଗଧାଡିରେ ରହି ଲଢ଼ିଆସୁଥିଲେ । ସେ ସାମଜିକ କର୍ମିଭାବେ ବିଶେଷତ ଦଳିତ ସମାଜର ମଙ୍ଗଳ ପାଇଁ ବିଭିନ୍ନ ପତ୍ର ପତ୍ରିକା ଲେଖାଲେଖି କରୁଥିଲେ । ଗତ ୩୧ ତାରିଖ ଶନିବାର ଦିନ ତାଙ୍କର ଦେହାନ୍ତ ହୋଇଥିଲା । ଜଣେ ସୁଯୋଗ୍ୟ ସଂଗଠକ, ସମାଜସେବୀ, ଆମାୟିକ ବ୍ୟକ୍ତିତ୍ୱକୁ ସଂଘ ହରାଇଲା ବୋଲି ଆଜି ସ୍ଥାନୀୟ ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ଶୋକସଭାରେ ସମସ୍ତେ ମତବ୍ୟକ୍ତ କରିଛନ୍ତି । ଏହି ଶୋକସଭାରେ କୃଷ୍ଣଚନ୍ଦ୍ର ମିଶ୍ର, ଶିବଶଙ୍କର ଖୁଆସ, ପ୍ରଫୁଲ୍ଲ କୁମାର ବେହେରା, ଯବଦୁ ବାରିକ, ଘାସିରାମ ବେହେରା, ମକର ଧ୍ୱଜ ବିଶ୍ୱାଲ, ସୁଧାଂଶୁ ପାତ୍ର, ଅହଲ୍ୟା କୁମ୍ଭାର, ବାସୁପତି ବାଗ, ନରସିଂହ ଦିପ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ନାଗଙ୍କ ସ୍ମୃତି ଚାରଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like