-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ମନୋରଞ୍ଜନ

ଶାହାରୁଖଙ୍କ ଜନ୍ମଦିନରେ ଚମକିଲା ବୁର୍ଜ ଖଲିଫା!!

03-Nov-2020



ଗତକାଲି ଥିଲା ବଲିଉଡ୍ ବାଦ୍‌ଶାହା ଶାହାରୁଖ୍‌ ଖାନ୍‌ଙ୍କ ୫୫ତମ ଜନ୍ମଦିନ। ଏହି ଅବସରରେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଛୁଟିଥିଲା ଶୁଭେଚ୍ଛାର ସୁଅ। ସୋଶାଲ୍ ମିଡିଆରେ ଗତକାଲି ଶାହାରୁଖଙ୍କ ବର୍ଥଡେ’ ଟ୍ରେଣ୍ଡ କରୁଥିଲା। ବଲିଉଡ୍ ସେଲେବ୍ରିଟିଙ୍କ ସମେତ ବଡ଼ ବଡ଼ ରାଜନେତାମାନେ ମଧ୍ୟ କିଙ୍ଗ୍ ଖାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ଏଥିସହ ତାଙ୍କର ବହୁ ଡାଇ ହାର୍ଟ ଫ୍ୟାନ୍‌ ତାଙ୍କ ଜନ୍ମଦିନକୁ ଭିନ୍ନ ଭିନ୍ନ ଅନ୍ଦାଜରେ ସେଲେବ୍ରେଟ କରିଥିଲେ। କୋଭିଡଙ୍କ ଏହି କଠିନ ସମୟରେ ଶାହରୁଖ ତାଙ୍କ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ସହ ଭର୍ଚୁଆଲ ଜନ୍ମଦିନ ପାଳନ କରିଥିଲେ। ତେବେ ଏ ସବୁ ବାଦ୍ ଗତକାଲି ଦୁବାଇରେ କିଙ୍ଗ୍‌ ଖାନ୍‌ଙ୍କ ଜନ୍ମଦିନକୁ ନିଆରା ଅନ୍ଦାଜରେ ପାଳନ କରାଯାଇଥିଲା।**ଗତକାଲି ସନ୍ଧ୍ୟାରେ ବିଶ୍ୱର ସବୁଠୁ ଉଚ୍ଚା ବିଲ୍ଡିଂ ‘ବୁର୍ଜ ଖଲିଫା’ ଜରିଆରେ ଦୁବାଇ କିଙ୍ଗ୍‌ ଖାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲା। ଏକ ଜବରଦସ୍ତ ଲାଇଟ୍ ଶୋ’ ଓ ମ୍ୟୁଜିକ୍‌ ସହ ବେଶ୍‌ ଧୂମ୍‌ଧାମ୍‌ରେ ସେମାନେ ତାଙ୍କର ଜନ୍ମଦିନ ପାଳନ କରିଥିଲେ। ଏହି ସମୟରେ ‘ବୁର୍ଜ ଖଳିଫା’ରେ ଶାହାରୁଖ୍‌ଙ୍କ ନାଁ ସହ ଫଟୋ ବି ଦେଖିବାକୁ ମିଳିଥିଲା। ଏହି ସମୟର ଏକ ଫଟୋ ଶାହାରୁଖ ନିଜ ଟ୍ୱିଟର୍ ହ୍ୟାଣ୍ଡେଲରୁ ଶେଆର୍‌ କରିଛନ୍ତି। ଏହାର କ୍ୟାପଶନ୍‌ରେ ସେ ଲେଖିଛନ୍ତି,  ‘ନିଜକୁ ଦୁନିଆର ସବୁଠୁ ବଡ଼ ଏବଂ ସର୍ବୋଚ୍ଚ ପରଦାରେ ଦେଖି ବହୁତ ଭଲ ଲାଗିଲା  ମୋର ବନ୍ଧୁ ମହମ୍ମଦ ଆଲବର୍ ମୋର ପରବର୍ତ୍ତୀ ଚଳଚ୍ଚିତ୍ର ପୂର୍ବରୁ ଏହା କରିଛନ୍ତି। ଏହି ପ୍ରେମ ପାଇଁ ବୁର୍ଜ ଖଲିଫା ଏବଂ ଦୁବାଇକୁ ଧନ୍ୟବାଦ। ମୁଁ ଦୁବାଇରେ ମୋର ନିଜର ଅତିଥି ହୋଇପାରିଛି। ମୋ ପିଲାମାନେ ଏହା ଦ୍ୱାରା ଇମ୍ପ୍ରେସ୍ ହୋଇପାରନ୍ତି, କିନ୍ତୁ ମୁଁ ଏହାକୁ ଭଲପାଇ ବସିଛି’।ଶାହାରୁଖଙ୍କ ସହ ତାଙ୍କ ଝିଅ ସୁହାନା, ପୁଅ, ଅବ୍ରାହମ୍ ଓ କଜିନ୍ ଆଲିଆ ଛିବା ମଧ୍ୟ ଦେଖିବାକୁ ମିଳିଛି। ତେବେ ଏହା ପ୍ରଥମ ଥର ନୁହେଁ, ଗତ ବର୍ଷ ମଧ୍ୟ ବୁର୍ଜ ଖଲିଫା ଲାଇଟ୍ ଶୋ’ ଜରିଆରେ ଶାହାରୁଖଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲା। ଜଣାଇଦେବାକୁ ଚାହୁଁ ଯେ ଶାହାରୁଖ୍‌ ହେଉଛନ୍ତି ପ୍ରଥମ ବଲିଉଡ୍‌ ଅଭିନେତା, ଯାହାଙ୍କୁ ‘ବୁର୍ଜ ଖଲିଫା’ ଜରିଆରେ ଜନ୍ମଦିନ ଶୁଭେଚ୍ଛା ଜଣାଯାଇଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm