-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଯୁକ୍ତ ୨ କଲେଜରେ ପାଠପଢା ଆରମ୍ଭ ନେଇ ଜିଲ୍ଲା ପ୍ରଶାସନ ଓ ଅଧ୍ୟକ୍ଷଙ୍କ ବୈଠକ………

03-Nov-2020



ଭଦ୍ରକ (ଭଦ୍ରକ ରୁ ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)ରାଜ୍ୟ ସରକାର ଆଗାମୀ ୧୬ ତାରିଖରୁ ରାଜ୍ୟରେ ଥିବା ସ୍କୁଲ କଲେଜରେ ୯ମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନିମିତ୍ତ ପାଠପଢା ଆରମ୍ଭ କରିବାକୁ ଚିନ୍ତା କରୁଥିବା ବେଳେ ଜିଲ୍ଲାରେ ଏହା କିପରି ସଫଳ ହୋଇ ପାରିବ ସେ ନେଇ ଜିଲ୍ଲାପାଳମାନେ ଏକ ଖସଡା ପ୍ରସ୍ତୁତ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲ୍ଲାରେ ଥିବା ଯୁକ୍ତ ୨ କଲେଜ ଗୁଡିକରେ ପାଠପଢା ଆରମ୍ଭ କରିବାକୁ ଚିନ୍ତା ନେଇ ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ୟାମଭକ୍ତ ମିଶ୍ର, ଉପଜିଲ୍ଲାପାଳ ପୀତାମ୍ବର ସାମଲ ଆଜି ଯୁକ୍ତ ୨ କଲେଜର ଅଧ୍ୟକ୍ଷମାନଙ୍କ ସହ ଏକ ବୈଠକରେ ବିସ୍ତୃତ ଆଲୋଚନା କରିଥିଲେ । ପାଠପଢା ଆରମ୍ଭ କରିବାକୁ ସମସ୍ତ ଅଧ୍ୟକ୍ଷ ବୈଠକର ମତ ପ୍ରକାଶ କରିଥିଲେ । ଏ ନେଇ କଲେଜ ମାନଙ୍କରେ କୋବିଡ଼ ସୁରକ୍ଷା ବନ୍ଦୋବସ୍ତ କିପରି କରାଯିବ ସେ ନେଇ ଏକ ଖସଡା ପ୍ରସ୍ତୁତ କରି ଆସନ୍ତା ୭ ଦିନ ମଧ୍ୟରେ ଜିଲ୍ଲା ପ୍ରଶାସନକୁ ଦେବାକୁ ଜିଲ୍ଲାପାଳ ଡ. ଦାସ ଅଧ୍ୟକ୍ଷମାନଙ୍କୁ କହିଥିଲେ । କଲେଜ ଖୋଲିବା ପାଇଁ ହେଲେ ପ୍ରତିଟି କଲେଜର ପରିଚାଳନା ବିଭାଗ ଦ୍ୱାରା କଲେଜ ପରିସରକୁ ନିୟମିତ ବ୍ୟବଧାନରେ ସାନିଟାଇଜ କରିବେ, ଛାତ୍ରଛାତ୍ରୀ କ୍ଲାସରୁମ୍‌ରେ ବସିବା ସମୟରେ ଯେପରି ସାମାଜିକ ଦୂରତ୍ୱ ବଜାୟ ରହିବ, କଲେଜ ହତା ମଧ୍ୟକୁ ପ୍ରବେଶ ସମୟରେ କୋବିଡ଼ ଗାଇଡ ଲାଇନ ଅନୁଯାୟୀ ସମସ୍ତଙ୍କ ଆନୁସଂଗିକ ପରୀକ୍ଷା କରାଯାଇ ପ୍ରବେଶ କରିବାକୁ ଦିଆଯିବ, ଏହାର ପରିଚାଳନା ପାଇଁ କଲେଜ ପକ୍ଷରୁ ଜଣଙ୍କୁ କୋବିଡ଼ ପରିଚାଳନା ସ୍ୱତନ୍ତ୍ର ଦାୟିତ୍ୱ ପ୍ରଦାନ କରାଯିବ, କଲେଜ ମଧ୍ୟରେ ଛାତ୍ରଛାତ୍ର ଯେପରି ସାମାଜିକ ଦୂରତ୍ୱର ଉଲଂଘନ ନ କରନ୍ତି ସେଥିପ୍ରତି କଡା ନଜର ରଖାଯିବ, ପ୍ରତ୍ୟେକ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ସମସ୍ତେ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବେ, କଲେଜ ପରିସର ଓ ଶ୍ରେଣୀଗୃହକୁ ସି.ସି.ଟି.ଭି. ପରିସରଭୁକ୍ତ କରାଯିବା ଆଦି ବିଭିନ୍ନ ଆନୁସଂଗିକ ପଦକ୍ଷେପ ଗୁଡିକ ବିଷୟରେ ଆଲୋଚନା କରିବା ସହ ଏହାର ପାଳନ ନିମନ୍ତେ କଲେଜ କିଭଳି ପଦକ୍ଷେପ ଗ୍ରହଣ କରିବ ସେ ବିଷୟରେ ଜିଲ୍ଲା ପ୍ରଶାସନକୁ ଅବଗତ କରାଇବାକୁ ବୈଠକରେ ନିର୍ଦ୍ଦେଶ ଦିଆ ଯାଇଥିଲା । ଏପରିକି କୋବିଡ଼ ଆଇନର ଉଲଂଘନ ହେଲେ ସଂପୃକ୍ତ କଲେଜ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୈଠକରେ ଚେତାଇ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like