-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ପଶ୍ମିମ ଓଡିଶା ଭାଇ ମାନଙ୍କର ଦୀର୍ଘ ଜୀବନ କାମନା କରି ଭଉଣୀ ମାନଙ୍କର ଭାଇଯୁନ୍ତିଆ ଉଷା ବା ମହାଷ୍ଟମୀ ଦୁର୍ଗା ବ୍ରତ ପାଳନ

13-Oct-2021



ବଲାଙ୍ଗିର,(ପ୍ରେରଣା ଖବର) : ପଶ୍ମିମ ଓଡିଶାରେ ଭାଇ ମାନଙ୍କର ଦୀର୍ଘାୟୁ କାମନା କରି ଭଉଣୀ ମାନଙ୍କର ଭାଇ ଜୁନ୍ତିଆ ଉଷା ବା ମହା ଅଷ୍ଟମୀ ବର୍ତ ରେ ମା ଦୁର୍ଗା ଙ୍କର ମା ମଙ୍ଗଳା କୁଠି ରେ ପୂଜା ଓ ଆରାଧନା ଏହି ବ୍ରତ ରେ ଶାଶୁ ଘର ଯାଇଥିବା ଭଉଣୀ ମାନେ ଯୋଗଦେଇଥାଆନ୍ତି ଭାଇ ମାନଙ୍କ ପାଇଁ ମା ଙ୍କ ନିକଟ ରେ ଚଢ଼ା ହେଇଥିବା ୧୦୮ ଦୁବ ଅଖତ ଓ ଜୁନ୍ତିଆ ବ୍ରତ କୁ ମା ଙ୍କ ନିକଟ ରେ ସମର୍ପଣ କରିଥାଆନ୍ତି । ମା ଙ୍କ ନିକଟ ରେ ଆଠ ପ୍ରକାର ଫୁଲ,ଆଠ ପ୍ରକାର ଫଳ ସମର୍ପଣ କରିଥାନ୍ତି।ପୂଜା ସ୍ଥାନ ରେ କୁସମାଣ୍ଡ ବଳି ଦିଆଯାଇଥାଏ ପୂଜା କୁଠି ରେ ଘର ର ଅସ୍ତ୍ର ସସ୍ତ୍ର ଏବଂ କାଠ ପିଣ୍ଡା ରେ ରଖି ଖାତା କଲମ ମଧ୍ୟ ପୂଜା କରାଯାଇଥାଏ ।ରାତ୍ରି ସାରା ପୂଜା କୁଠି ରେ ଅଖଣ୍ଡ ଦୀପ ଜଳୁଥାଏ ଭୋର ପାହାନ୍ତିଆ ରୁ ନଦୀ ବା ପୋଖରୀ ରେ ସ୍ନାନ ସାରି ନବବସ୍ତ୍ର ପରିଧାନ କରି ଘରେ ମା ଙ୍କ କୁଠି ରେ କଳସ ଦୀପ ସ୍ଥାପନ କରି ଭାଇ କୁ ଆସନ ରେ ବସାଇ ମା ଙ୍କ ନିକଟ ରେ ସମର୍ପଣ କରା ଯାଇଥିବା ଦୁର୍ବା କ୍ଷତ ଭାଇ ଜୁନ୍ତିଆ ବ୍ରତ ୭ଥର ଛୁଆଇ ମାଙ୍କର ଆଶ୍ରିବାଦ ପ୍ରଦାନ କରିଥାନ୍ତି ।ବଡ ଭଉଣୀ 
ମାନଙ୍କୁ ଭାଇ ମୁଣ୍ଡିଆ ମାରିଥାନ୍ତି ସାନ ଭଉଣୀ ମାନେ ବଡଭାଇ ଙ୍କୁ ମୁଣ୍ଡିଆ ମାରିଥାନ୍ତି । ଭାଇଭଉଣୀ ନୂତନ ବସ୍ତ୍ର ଉପହାର ଦିଆ ନିଆ କରିଥାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like