-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ଧୂମାବତୀ ବେଶରେ ଆଜି ଦର୍ଶନ ଦେଲେ ମା ସୁରେଶ୍ୱରୀ

14-Oct-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ପବିତ୍ର ଆଶ୍ଵିନ ମାସରେ ପ୍ରତିପଦା ଦିନ ଠାରୁ ଦଶହରା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବାର ପରମ୍ପରା ରହିଛି l ଶକ୍ତିସ୍ୱରୂପା ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଆଜି ଧୂମାବତୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ବାମ ହାତରେ ସେ ଗୋଟିଏ କୁଲା ଧରିଥିବା ଦେଖାଯାଉଛି l ଧୂମାବତୀ ବେଶରେ ମା ନିଜ ମୁଣ୍ଡ ର କେଶ ( ବାଳ ) ମୁକୁଳା କରିଥିବା ଦେଖା ଯାଉଛି l ଧଳା ରଙ୍ଗର ବସ୍ତ୍ର ପରିଧାନ କରିଥିବା ଧୂମାବତୀ ବେଶ ଭୟଙ୍କର ମଧ୍ୟ ଦେଖା ଯାଉଛନ୍ତି l ଏହିବେଶ ଦେଖିବା ପାଇଁ ପ୍ରବଳ ଜନସମାଗମ ହେଉଥିବା ହେବା ସହ ଭକ୍ତ ଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ପ୍ରକାଶ ପାଇଛି l ଭକ୍ତଙ୍କର ଶୃ୍ଖଳିତ ଦର୍ଶନ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଦେବୋତ୍ତର ବିଭାଗ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l କିଛି ନିର୍ଦିଷ୍ଟ ସେବାୟତ ଓ ପୂଜକଙ୍କ ଦ୍ୱାରା ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହେଉଥିବା ବେଳେ ପ୍ରତ୍ୟେକ ଦିନ ମା ଙ୍କୁ ବିଭିନ୍ନ ବେଶ ରେ ସଜ୍ଜିତ କରାଯାଉଛି l କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଦର୍ଶନ ବ୍ୟବସ୍ଥା କରାଯାଉଥିବା ହେତୁ ବିଭିନ୍ନ ସ୍ଥାନରୁ ଆସୁଥିବା ଭକ୍ତ ଶୃଙ୍ଖଳିତ ଭାବରେ ମା ସୁରେଶ୍ୱରୀ ଙ୍କ ଦର୍ଶନ କରୁଥିବା ବେଳେ ଭକ୍ତ ମଧ୍ୟ ମା ଙ୍କର ଏ ବିରଳ ଧୂମାବତୀ ବେଶ ଦର୍ଶନ ଲାଭ କରି ନିଜକୁ ଧନ୍ୟ ମନେକରୁଥିବା ଦେଖାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like