-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ଖେଳ

ଶରତ କୁମାର ମେମୋରିଆଲ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଫୁଳଚରା ଦଳ ଚମ୍ପିଆନ୍

14-Oct-2021



ବୀରମହାରାଜପୁର (ବିନୋଦ ପାଣ୍ଡେ ) :  ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ବ୍ଲକ ଜଟେସିଂହା  ଭୀମଭୋଇ ସେବା ସଂଘ ଆନୁକୂଲ୍ୟରେ ପ୍ରଥମ ଶରତ କୁମାର ମେମୋରିଆଲ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏଥିରେ ଆଠଟି ଦଳକୁ ନେଇ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା ।  ଆଜିକାର ଫାଇନାଲ ମ୍ୟାଚରେ ସୁବଳୟା ବନାମ ଫୁଳଚରା ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।  ଦୁଇ ଦଳ ପକ୍ଷରୁ   କୌଣସି ଗୋଲ

ନହେବାରୁ କମିଟି ନିଷ୍ପତ୍ତି କ୍ରମେ ଟ୍ରାଇବ୍ରେକର ସୁବିଧା ନିଆ ଯାଇଥିଲା । ଏଥିରେ ଫୁଳଚରା ଦଳ ୧-୦ ଗୋଲରେ ବିଜୟୀ ହୋଇଥିଲେ । ପୁରସ୍କାର ବିତରଣ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଜଟେସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ତ୍ରିପୁରା ରଥ,  ସମ୍ମାନୀତ ଅତିଥି  ଅରୁଣ କୁମାର ସିଂହ, ସ୍ଵେଚ୍ଛାସେବୀ ସୁଧୀର କୁମାର ପାଣିଗ୍ରାହୀ,ସୋନପୁର ଜିଲ୍ଲା  ନେହେରୁ ଯୁବ କେନ୍ଦ୍ରର ସଦସ୍ଯ ତଥା ସ୍ଵେଚ୍ଛାସେବୀ ଆଶିଷ କୁମାର ସାହୁ ପ୍ରମୁଖ ଅତିଥିଗଣ  ଉପସ୍ଥିତ ରହି ଉଭୟ ଦଳ କୁ ପୁରସ୍କାର ବିତରଣ କରିଥିଲେ । ସ୍କୋର ଦାଇତ୍ବ ରେ

ଉମାକାନ୍ତ ବିଶ୍ବାଲ ରହିଥିବା ବେଳେ କୁନା ପାତ୍ର, ଅଜିତ ନାଏକ, ପ୍ରଶାନ୍ତ ଷାଣ୍ଢ ଖେଲ ପରିଚାଳନା କରିଥିଲେ । ଦିନେଶ ବିଶ୍ବାଲ, ପ୍ରଶାନ୍ତ ମାଝୀ, ଅଜସ୍ରୀ ପଣ୍ଡା ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ବୃନ୍ଦାବନ ବିଶ୍ବାଲ, ବଲରାମ ସାହୁ, ରାଘବ ଦାସ, ଅଜିତ କୁମାର ସେଠୀ, ବଳଦେବ ବିଶ୍ବାଲ, ଅଜିତ ପଧାନ ସହ ସଂଘ ର ସମସ୍ତ ସଦସ୍ଯ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like