-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ପୁଣି ଚଳିତ ବର୍ଷ ରକ୍ତରଞ୍ଜିତ ହେଲା ଘଣ୍ଟାଶୁଣି ପୀଠ,ଥାନାରେ ପଡ଼ିଲାନି ବଳି*

16-Oct-2021



ଟିଟିଲାଗଡ଼ (ସନ୍ତୋଷ କୁମାର ନାଏକ) ପ୍ରତିବର୍ଷ ପରି ଚଳିତ ବର୍ଷ ଭକ୍ତି ଓ ଚଳିତ ପରମ୍ପରା ଆଗରେ ହାର ମାନିଲା ପ୍ରଶାସନ । ପୁଣି ବଲାଙ୍ଗୀର ଜିଲ୍ଲାର ଦେବୀ ଘଣ୍ଟାଶୁଣି ଙ୍କ ମନ୍ଦିର ହେଲା ରକ୍ତରଞ୍ଜିତ । ଜିବେଦୟା ଅନୁଷ୍ଠାନ ତରଫରୁ ବଳିପ୍ରଥା ବନ୍ଦ ପାଇଁ ପ୍ରଚାର,ପ୍ରସାର ସତ୍ୱେ ପୂର୍ବେ ଦେବୀ ଘଣ୍ଟାଶୁଣି ଙ୍କ ବରୁଆ ବା ଦେବୀ ରୂପେ ମନ୍ଦିର ରୁ ଟିଟିଲାଗଡ଼ ଥାନା କୁ ଯାଇ ସେଠି ଛେଳି ବଳି ଦେଇ ଥାନା ଅଧିକାରୀ ପୂଜା କରିଥାନ୍ତି । ଚଳିତ ବର୍ଷ ଏହା ବନ୍ଦ ରହିବା ଓ ନଗର ପରିକ୍ରମା ଅନୁମତି ନ ଥିବା ସତ୍ୱେ ଯଥେଷ୍ଟ ମାତ୍ରା ରେ ପ୍ରଶାସନ ନିୟନ୍ତ୍ରଣ କରି ପାରିଥିଲା । ଏହି ଦେବୀ ଘଣ୍ଟାଶୁଣି ଙ୍କୁ ମନୋକାମନା ପୂର୍ଣ୍ଣ ନିମନ୍ତେ ଘଣ୍ଟ ମାନସିକ ଓ ବନ୍ଧା ହେବା ସହ ୪୫୫ ଗୋଟି ଛେଳି,ମେଣ୍ଢା ବଳି ଦିଆଯାଇଛି ଓ କୁକୁଡ଼ା ବି ବଳି ପଡିଥିବା ବେଳେ  ପ୍ରାୟ ୧୪ ଗୋଟି ଛେଳି ଙ୍କୁ ବଳି ନାମରେ ଜୀଅନ୍ତା ଛାଡିଦିଆ ଯାଇଛି । ପ୍ରଶାସନ କେବଳ ନୀତି,କାନ୍ତି,ପାରମ୍ପରିକ ପ୍ରଥା ପାଇଁ ମନ୍ଦିର ଭିତରକୁ ଅନେକ ପୂଜକ ଶ୍ରେଣୀ ର ଲୋକଙ୍କୁ ପ୍ରବେଶ ଅନୁମତି ଦେଇ ମନ୍ଦିର ଗେଟ ରେ ତାଲା ପକାଇ କଡା ସୁରକ୍ଷା ଦେଇଥିବା ବେଳେ ଭକ୍ତ ବାହାରେ ପୂଜା,ପାଠ କାରିଥିଲେ । ହେଲେ ଅନେକ ଲୋକେ ମନ୍ଦିର ପଛପଟୁ

ନିଜନିଜ ଛେଳି,ମେଣ୍ଢା ନେଇ ପ୍ରବେଶ କରିଥିଲେ । ଅନେକ ସଂଖ୍ୟା ରେ ଏହି ବଳି ଦିଆଯାଇଥିଲା । ଉପଜିଲ୍ଲାପାଳ ବଳି ସମ୍ପୂର୍ଣ୍ଣ ବନ୍ଦ ସହ କଡା ସୁରକ୍ଷା ବ୍ୟବସ୍ଥା ପରମ୍ପରା ଆଗରେ ହାର ମନିଛି । ବଲାଙ୍ଗୀର ଜିଲ୍ଲା ଯିବେଦୟା ଅନୁଷ୍ଠାନ ର ଶ୍ରୀକାନ୍ତ ସାହୁ,ଗଜାନନ ମିଶ୍ର, ବିପିନ ତ୍ରିପାଠୀ, ସଂଜୀବ ତ୍ରିପାଠୀ,ଦେବରାଜ ନାଏକ ପ୍ରମୁଖ ଏ ପ୍ରଥା ବନ୍ଦ ନେଇ ପ୍ରଚାର,ପ୍ରସାର,କରିବା ସହ ଚଳିତ ବର୍ଷ ୧୪ ଗୋଟି ଛେଳି ଙ୍କୁ ଜୀବନ୍ତ ଛାଡିଦେବା ଘଟଣା କୁ ଅତ୍ୟନ୍ତ ଖୁସି ର ବିଷୟ ଏହି ପ୍ରଥା ପାଇଁ ସଚେତନତା ଅଭିଯାନ ଆରମ୍ଭ କରି ସମ୍ପୂର୍ଣ୍ଣ ବନ୍ଦ ନେଇ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବା ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like