-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||     

HOME   ଜିଲ୍ଲା

ଟିଉସନ ମାଷ୍ଟର ଙ୍କ ଝୁଲନ୍ତା ଶବ ଉଧାର କଲା ପୋଲିସ୍

03-Nov-2020



ଅନଗୁଳ, (ପ୍ରେରଣା ଖବର) - ଟିଉସନ ମାଷ୍ଟର  ଙ୍କ ଝୁଲନ୍ତା ଶବ ଉଧାର କଲା ପୋଲିସ୍ ।ଏପରି ଘଟଣା ଟି ଘଟିଛି ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଅନ୍ତର୍ଗତ କାକୁଡିଆ ପଞ୍ଚାୟତର, ସାନ କାକୁଡିଆ ଗ୍ରାମରେ। ମୃତକ ବ୍ୟକ୍ତି ଜଣକ ହେଉଛନ୍ତି ଉମାକାନ୍ତ ସାମଲ , ପିତା- ଦୁଃଖବନ୍ଧୁ ସାମଲ , ବୟସ ୨୫  ସେ ଜଣେ ଟିଉସନ ମାଷ୍ଟର ଏବଂ କଣିହାଁ କଲେଜର ଅଧ୍ୟାପକ ଥିଲେ।
ସୁଚନା ମୁତାବକ ଏକ ମହୁଲ ଗଛରେ ଜଣେ ଯୁବକଙ୍କ ଗଳାରେ ରସି ଲଗାଇ ଝୁଲୁଥିବା ଦେଖିବାକୁ ପାଇଥିଲେ କିଛି ସ୍ଥାନୀୟ ବ୍ୟକ୍ତି ଓ ଏଘଟଣା ବିଷୟରେ ସ୍ଥାନିୟ ଲୋକ  ପୋଲିସ କୁ ସୂଚନା ଦେଇଥିଲେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବଟିକୁ ବ୍ୟବଚ୍ଛେଦ ପାଇଁ ମଣ୍ଡାପାଳ ମେଡିକାଲ କୁ ପଠାଇ ଛନ୍ତି। ଏପର୍ଯ୍ୟନ୍ତ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026

You Might Also Like