-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ରାଜନୀତି

*ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୧୮ ତାରିଖ ସାରାଦେଶରେ ଦିଆଯାଇଥିବା ରେଳରୋକ ଡାକରା କୁ କଂଗ୍ରେସର ସମର୍ଥନ

16-Oct-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) -ଉତ୍ତର ପ୍ରଦେଶ ର ଲକ୍ଷ୍ମୀପୁର ଖେରୀ କୃଷକ ଗଣହତ୍ୟା ଘଟଣା ରେ କେନ୍ଦ୍ର ସ୍ଵରାଷ୍ଟ୍ର ବିଭାଗ ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କୁ ମନ୍ତ୍ରୀ ପରିଷଦ ରୁ ବହିଷ୍କାର କରିବା, ଅପରାଧୀ ମାନଙ୍କୁ ଦୃଷ୍ଟାନ୍ତ ମୂଳକ ଦଣ୍ଡ ଦେବା ଏବଂ କୃଷକ ବିରୋଧୀ ତିନି କଳା କୃଷି ଆଇନ ପ୍ରତ୍ୟାହାର ଦାବୀ ରେ   ଆସନ୍ତା ୧୮ ତାରିଖ,ସୋମବାର  ସାରାଦେଶରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ୬ ଘଣ୍ଟିଆ ରେଳରୋକ ଡାକରାକୁ  ଭାରତୀୟ ଜାତୀୟ କଂଗ୍ରେସ ସମର୍ଥନ କରିବା ପାଇଁ ନିଷ୍ପତି ନେଇଛି  ବୋଲି ଆଜି ପିସିସି ସଭାପତି ଶ୍ରୀ ଯୁକ୍ତ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି।ସେ କହିଛନ୍ତି ଆଜି ଦେଶରେ ଚାଲିଥିବା ଅନ୍ୟାୟ, ଅବିଚାର, ଅତ୍ୟାଚାର,କୃଷକ ଗଣହତ୍ୟା,କୃଷକ-ଶ୍ରମିକ ମାରଣନୀତି, ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି, କ୍ରମବର୍ଦ୍ଧିଷ୍ଣୁ ବେକାରୀ ସମସ୍ୟା, ଆଦିବାସୀ, ଦଳିତ, ସଂଖ୍ୟାଲଘୁ ଏବଂ ମହିଳା ମାନଙ୍କ ବିରୋଧ ରେ ହିଂସା, ଆକ୍ରମଣ ଇତ୍ୟାଦି ସବୁ ପାଇଁ  କେନ୍ଦ୍ରର ମୋଦି ସରକାର ଦାୟୀl ମୋଦି ସରକାର ହେଉଛନ୍ତି ଦେଶ ଏବଂ ଦେଶବାସୀଙ୍କ ପାଇଁ ଶତ୍ରୁ lଏହି ମର୍ମରେ ଜିଲ୍ଲାସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାରା ରାଜ୍ୟରେ ରେଳରୋକ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସହଯୋଗ କରିବାପାଇଁ  ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଜିଲ୍ଲା ସଭାପତି ମାନଙ୍କୁ ପତ୍ର ଲେଖିଛନ୍ତି । ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠର କର୍ମକର୍ତା, ସାଂସଦ ଓ ବିଧାୟକ ପାର୍ଥି, କୃଷକ, ଶ୍ରମିକ ଓ ଜନସାଧାରଣ ଆସନ୍ତା ୧୮ ତାରିଖ,ସୋମବାର ଦିନ ୧୦ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ରେଳରୋକ ରେ ସାମିଲ ହୋଇ ରେଳରୋକ ଡାକରା କାର୍ଯ୍ୟକ୍ରମକୁ କୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like