-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା: ଫଲସାମାଲ ଗାଁରେ କିଡନୀ ରୋଗ ଆତଙ୍କ, ୪ ବର୍ଷରେ ଗଲାଣି ୭ ଜଣଙ୍କ ଜୀବନ

17-Oct-2021



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ଫଲସାମାଲ ଗାଁରେ କିଡନୀ ରୋଗ କାୟା ବିସ୍ତାର କରିବାରେ ଲାଗିଛି l ଏହି ଗ୍ରାମରେ ଗତ ଚାରିବର୍ଷ ମଧ୍ୟରେ ସାତ ଜଣଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିବା ବେଳେ ଆହୁରି ଅନେକ ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି l
ଦୁଇ ୱାର୍ଡ ବିଶିଷ୍ଟ ଫଲସାମାଲ ଗ୍ରାମର ମୋଟ ଜନସଂଖ୍ୟା ପ୍ରାୟ ୭ ଶହ ପାଖାପାଖି । ଗତ ଚାରିବର୍ଷ ତଳେ ଗ୍ରାମର ଦିନ ବରିହା(୫୫) ଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା । ତାଙ୍କ ପରେ ରୁକ୍ମଣୀ ଭୁଏ(୫୦), ମନବୋଧ ବିଶ୍ୱାଳ(୫୫), ଭ୍ରମର ବୁଡେକ(୬୦), କାଳିନ୍ଦ୍ରୀ ଭୁଏ(୬୦), ଭାଗବତ ପଧାନ(୫୫), ବିନାୟକ ବିଶ୍ୱାଳ(୪୦) ପ୍ରମୁଖଙ୍କ ଏହି ରୋଗରେ ମୃତ୍ୟୁ ହୋଇଥିଲା । ବର୍ତ୍ତମାନ ଗ୍ରାମର ଗୁଲାପି ଭୁଏ(୪୫), ଶାନ୍ତିଲତା ବିଶ୍ୱାଳ(୫୫), ଯଦୁମଣି ବରଗେ ଙ୍କ ସମେତ ଆହୁରି ୪/୫ ଜଣଙ୍କ ଅବସ୍ଥା ଶୋଚନୀୟ ହୋଇପଡିଛି । ଜଣକ ପରେ ଜଣେ ଏହି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡୁଥିବା ବେଳେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଗ୍ରାମର ଗୁଲାପି ଭୁଏ ଶଯ୍ୟାଶାୟୀ ଅବସ୍ଥାରେ ଥିବାବେଳେ କିଡନୀ ରୋଗାକ୍ରାନ୍ତ ଶାନ୍ତିଲତା ବିଶ୍ୱାଳ ମାତ୍ର ମାସକ ତଳେ ନିଜର ପୁଅକୁ ଏହି ରୋଗରେ ହରାଇଛନ୍ତି । ଏହି ଗ୍ରାମରେ କିଡନୀ ସମସ୍ୟା ସୃଷ୍ଟି ହେବାର କାରଣ ଓ ନିରାକରଣ ଦିଗରେ ଦିଗରେ ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେଉନଥିବା ବେଳେ ଏହି ସମସ୍ୟା ଦିନକୁ ଦିନ ଗୁରୁତର ହେଉଛି । ସ୍କୁଲ ଓ ଅଙ୍ଗନବାଡି ପରିସର ମଧ୍ୟରେ ଥିବା ନଳକୁପକୁ ମିଶାଇ ଗ୍ରାମରେ ମୋଟ ୮ ଟି ନଳକୂପ ରହିଥିବା ବେଳେ ଗ୍ରାମକୁ ଅଦ୍ୟାବଧି ପାଇପ ଯୋଗେ ପାନୀୟ ଜଳ ଯୋଗାଣ ହୋଇ ପାରିନାହିଁ । ଗ୍ରାମରେ ଥିବା ନଳକୂପ ଗୁଡିକର ପାଣି ଯାଞ୍ଚ କରାଯିବା ସହିତ ମାଗଣାରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବାକୁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା ବିଦ୍ୟାସାଗର ନାଏକ । 
ଅପରପକ୍ଷରେ ଫଲସାମାଲ ଗ୍ରାମରେ କିଡନୀ ରୋଗ ବ୍ୟାପୁଥିବା ନେଇ ଲୋଇସିଂହା ସ୍ୱାସ୍ଥ୍ୟ ବିଭାଗ ନିକଟରେ କୌଣସି ସୂଚନା ନ ଥିବା ଜଣାଯାଇଛି । ବଲାଂଗୀର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା