-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀ ମାନଙ୍କୁ ନେଇ ହେରିଟେଜ ରାଇଡ ଅନୁଷ୍ଠିତ

17-Oct-2021



ପୁରୀ- (ସମୀର ରଞ୍ଜନ ନାୟକ )ଛାତ୍ରୀ ମାନଙ୍କୁ ନେଇ ହେରିଟେଜ ରାଇଡ ଅନୁଷ୍ଠିତ ହୋଇଛି । ଆଜି ସକାଳ ସମୟରେ ନୀଳାଦ୍ରି ବେଳାଭୂମିରୁ ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟର ୩୦ ଜଣ ଛାତ୍ରଛାତ୍ରୀ ନିଳାଦ୍ରି ବେଳାଭୂମିରୁ ବାହାରି ଚକ୍ରତୀର୍ଥ ରୋଡରେ ଅବସ୍ଥିତ ଐତିହାସିକ ସମ୍ପର୍ଣ୍ଣ ଲକ୍ଷ୍ମୀନୃସିଂହ ଓ ଚକ୍ର ନାରାୟଣ ମନ୍ଦିର, ବଳରାମ ଦାସଙ୍କ ବାଲୁକା ରଥ ତିଆରି ସ୍ଥାନ, ବେଡି ହନୁମାନ, ବାଡି ନୃସିଂହ, ସୁନାର ଗୌରାଙ୍ଗ, ଇନ୍ଦ୍ରଦୁମ୍ନ ପୁଷ୍କରିଣୀ, ଗୁଣ୍ତିଚା ମନ୍ଦିର, ଦଶାବତାର ମଠ  ଆଦି ବୁଲି ଖୁସିବ୍ୟକ୍ତ କରିଥିଲେ ।   ଶ୍ରୀ ସିଦ୍ଧାର୍ଥ ଆଚାର୍ଯ୍ୟ ଉକ୍ତ ସ୍ଥାନ ମାନଙ୍କର ମହାତ୍ମ ବିଷୟରେ ଆଲୋକପାତ କରିଥିଲେ । ପିଲା ମାନଙ୍କ ମଧ୍ୟରେ ସାଧାରଣ ଜ୍ଞାନ ପରୀକ୍ଷା କରାଯାଇ ସେମାନଙ୍କୁ ଉତ୍ସାହିତ କରାଯାଇଥିଲା ।   ପୁରୀର ଉନ୍ନତ ଓ ଐତିହ୍ୟପୂର୍ଣ୍ଣ ତଥା ସୁପ୍ତ ପ୍ରାୟ ପ୍ରାଚୀନ ପରମ୍ପରାର ଅନାଲୋଚିତ ଦିଗ ସଂପର୍କରେ ଜିଜ୍ଞାସା ସୃଷ୍ଟି କରିବାକୁ ଜିଲ୍ଲାପାଳ ଶ୍ରୀ ସମର୍ଥ

ବର୍ମାଙ୍କ ତତ୍ତ୍ବାବଧାନରେ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ହେରିଟେଜ ରାଇଡରେ ଛାତ୍ରଛାତ୍ରୀ, ଯୁବ ଗୋଷ୍ଠୀ, ବୁଦ୍ଧିଜିବୀ, ପର୍ଯ୍ୟଟକ ସମେତ ବିଭିନ୍ନ ବର୍ଗଙ୍କୁ ଭିନ୍ନ ଭିନ୍ନ ପର୍ଯ୍ୟାୟରେ ସାମିଲ କରାଯାଉଛି ।  ଏହି ଅବସରରେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟ ସହାୟକ ଶିକ୍ଷକ ଶ୍ରୀ ସୋମନାଥ ଦାସ, ଇକୋ ଟ୍ୟୁରିଜିମ କ୍ଲବର ପ୍ରତିଷ୍ଠାତା ଶ୍ରୀ ଯୁଗବ୍ରତ କର, ଶ୍ରୀ ଶାନ୍ତିରଞ୍ଜନ ମିଶ୍ର, ଶ୍ରୀ ସୁଶାନ୍ତ ପାତ୍ର, ଶ୍ରୀ ସତ୍ୟବ୍ରତ ସାହୁ, ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା