-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବିପ୍ଲବୀ ସାରଙ୍ଗ ଧରଙ୍କୁ ଢେଙ୍କାନାଳ ଥିଙ୍କର୍ଷ ଫୋରମ ର ଶ୍ରଦ୍ଧାଞ୍ଜଳି

17-Oct-2021



ଢେଙ୍କାନାଳ (ତାପସ ଦାସ) :ଆଜି ଅକଟୋବର ୧୭ ତାରିଖ |ଆଜିର ଦିନରେ ୧୮୮୭ ମସିହା ରେ ଗଡଜାତ ଗାନ୍ଧୀ ଢେଙ୍କାନାଳ ମାଟିର ପୁଅ ବିପ୍ଲବୀ ସାରଙ୍ଗ ଧର ଦାସ ଙ୍କ ର ୧୩୫ ତମ ଜୟନ୍ତୀ |ବିପ୍ଲବୀ ସାରଙ୍ଗ ଧର ଙ୍କୁ ସମ୍ମାନ ଦେବାକୁ ଯାଇ ଢେଙ୍କାନାଳ ଥିଙ୍କର୍ଷ ଫୋରମ  ସ୍ଥାନୀୟ ବଳରାମ ମନ୍ଦିର ନିକଟରେ ଥିବା ସାରଙ୍ଗ ଧର ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସାରଙ୍ଗ ଧରଙ୍କ ସ୍ମୃତି ଚାରଣ କରିଥିଲେ |ଉକ୍ତ ଶ୍ରଦ୍ଧାଞ୍ଜଳି ଉତ୍ସବରେ ଫୋରମ ର ସଭାପତି ଶ୍ରୀଯୁକ୍ତ ସୋମେନ୍ଦୁ ଶତପଥୀ, ସମ୍ପାଦକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ରାଉତ, କୋଷାଧକ୍ଷ ଶ୍ରୀଯୁକ୍ତ ବୈକୁଣ୍ଠ  ନାଥ ଦ୍ବିବେଦୀ ଏବଂ ଉପଦେଷ୍ଟା ଶ୍ରୀଯୁକ୍ତ ଟଙ୍କଧର ବେହେରା ଙ୍କ ସହିତ ଅନ୍ୟାନ୍ୟ ସଦସ୍ୟ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା