-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||     

HOME   ଜିଲ୍ଲା

ଟିବି ମୁକ୍ତ ଗଞ୍ଜାମ ନିମନ୍ତେ ଏକ ଅଭିନଵ ପ୍ରୟାସ

18-Oct-2021



ବେଗୁନିଆପଡା(ଉମା ମହାରଣା) :ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପରିସରରେ ସୋମବାର ଦିନ ଅଭିନଵ ଟିବି ନିରାକରଣ ସଚେତନତା ବୈଠକ ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ବିଜୟ କୁମାର ଦୋରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ବି ଡି ଓ ବେଦବର ପ୍ରଧାନ,ଏସ ଟି ଏଫ ଗୀତାଞ୍ଜଳି ପାଢ଼ୀ, ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକରୀ କବି

ଦାସ ଯୋଗ ଦେଇ ଟିବି ଶୂନ୍ୟ ବ୍ଲକ ଗଠନ ପାଇଁ କହିଥିଲେ | ଏଥି ସହିତ ଯେଉଁମାନେ ଟିବି ଆକ୍ରାନ୍ତ କାରି ଙ୍କ ସୂଚନା ପ୍ରଦାନ କରିବେ 

ସେଇମାନଙ୍କୁ ପାଞ୍ଚ ସହ ଟଙ୍କା ପୁରସ୍କାର ରାଶି ପ୍ରଦାନ ସହ ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ଟିବି ଆକ୍ରାନ୍ତ ପରିବାର କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବାର ଏକ ଅଭିନଵ ପ୍ରୟାସ କରାଯାଇଛି |ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ସମସ୍ତ ସରପଞ୍ଚ, ଜିଆରଏସ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026

You Might Also Like