-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଵହୁ ଚର୍ଚ୍ଚୀତ ଶିକ୍ଷୟିତ୍ରୀ ନିଖୋଜ ଘଟଣା

19-Oct-2021



ଟିଟିଲାଗଡ଼ ପୁଲିସ ବାରାକରେ ଅଟକ ସ୍କୁଲ ମାଲିକ ଗୋବିନ୍ଦ ସାହୁ ଚମ୍ପଟ, ଚାଲିଛି ଯୋରଦାର ତଲାସୀ,କର୍ତ୍ତବ୍ୟ ଅଵହେଲା ଯୋଗୁଁ ତିନି ଜଣ ପୋଲିସ କୁ ସସପେଣ୍ଡ

ସନସାଇନ ପବ୍ଲିକ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ଟିଟିଲାଗଡ଼ ବାରାକରେ ଅଟକ ଥିବା ମାଲିକ ଗୋବିନ୍ଦ ସାହୁ ଫେରାର ହୋଇଯାଇଛି । ସେ ପୁଲିସ ହେପାଜତରୁ ଫେରାର ମାରିବା ପରେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସର ବିଭିନ୍ନ ସ୍ଥାନରେ ନାକାବନ୍ଦି କରିଛି । ଟିଟିଲାଗଡ଼ର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି ଏବଂ ଛତିଶଗଡ଼ ସୀମା ସିଲ କରାଯାଇଛି । ଗତ ରାତି ତମାମ ପୁଲିସର ପ୍ରାୟ ୧୦ରୁ ଉର୍ଦ୍ଧ୍ବ ଟିମ ଜିଲ୍ଲା ତଥା ଜିଲ୍ଲା ବାହାରକୁ ଯାଇ ଖୋଜୁଥିବା ଜଣାପଡିଛି ।
ଏସମ୍ପର୍କରେ ଏସପି ନିତିନ କୁଶଲକରଙ୍କୁ ପଚାରିବାରୁ ସେ କୌଣସି ପ୍ରତିକ୍ରିୟା ରଖୁନାହାନ୍ତି । ବିଶେଷ କରି ମହଲିଙ୍ଗ ଏବଂ ଭବାନୀପାଟଣାରେ ପୁଲିସର ସର୍ଚ୍ଚ ଅପରେସନ ଯୋରଦାର ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ । ପ୍ରକାଶ ଯେ, ମମିତା ମେହେରଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ପାଇବା ପରେ ଗତ ୧୨ ତାରିଖରୁ ବଲାଙ୍ଗିର ପୁଲିସ କଳାହାଣ୍ଡିର ମହାଲିଙ୍ଗ ଯାଇ ମାଲିକ ଶ୍ରୀ ସାହୁ ଏବଂ ତାଙ୍କ କାରକୁ ବଲାଙ୍ଗିର ନେଇ ଆସିଥିଲା । ସେପଟେ ମମିତାଙ୍କ ଲାପଟପ ଜବତ କରି ତଦନ୍ତ ଚଳାଇଥିଲା । ପୁଣି ଏହି ଘଟଣାକୁ ନେଇ ଉଭୟ ବଲାଙ୍ଗିର ଏବଂ କଳାହାଣ୍ଡିରେ ରାଜନୀତି ସରଗରମ ହୋଇଛି । ହେଲେ ଏପର୍ଯ୍ୟନ୍ତ ନିଖୋଜ ମମିତାଙ୍କ କୌଣସି ଖୋଜ ଖବର ମିଳିନାହିଁ । ଏଭଳି ସମୟରେ ଗୋବିନ୍ଦ ସାହୁ ଫେରାର ହୋଇଯିବା ଘଟଣାକୁ ଆହୁରି ବିବାଦୀୟ କରି ପକାଇଛି ।ଵର୍ତମାନ
ବଲାଙ୍ଗିର ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍‌ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା। କର୍ତ୍ତବ୍ୟରେ ଅବହେଳା ଯୋଗୁଁ 3ପୁଲିସ୍ କର୍ମଚାରୀଙ୍କୁ ସସ୍ ପେଣ୍ଡ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like