-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଇନ୍‌ଷ୍ଟିଚ୍ୟୁଟ୍‌, ବରଗଡ଼ ରେ ୫ବର୍ଷିଆ ଇଣ୍ଟିଗ୍ରେଟେଡ୍ ଏମ୍‌.ଏସ୍‌ସି. ପାଠ୍ୟକ୍ରମ ଆରମ୍ଭ

03-Nov-2020



ବରଗଡ଼, (ପ୍ରେରଣା ଖବର): ବରଗଡ଼ ର ବରାହଗୁଡ଼ା ସ୍ଥିତ ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ରେ ଚଳିତ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ୫ବର୍ଷିଆ ଇଣ୍ଟିଗ୍ରେଟେଡ୍ ଏମ୍‌.ଏସ୍‌ସି. ପାଠ୍ୟକ୍ରମ ଆରମ୍ଭ ହୋଇଥିବା ଅନୁଷ୍ଠାନର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ସୂଚନା ଦେଇଛନ୍ତି । ଏହି ଇଣ୍ଟିଗ୍ରେଟେଡ୍ ଏମ୍‌.ଏସ୍‌ସି. ପାଠ୍ୟକ୍ରମ ରେ ଏପ୍ଲାଏଡ୍ ଫିଜିକ୍ସ୍‌, ଏପ୍ଲାଏଡ୍ କେମିଷ୍ଟ୍ରି ଏବଂ ମ୍ୟାଥ୍‌ମେଟିକ୍ସ୍ ଏଣ୍ଡ୍ କମ୍ପ୍ୟୁଟିଂ ବିଷୟବସ୍ତୁରେ ୧୮ଟି ଲେଖାଏଁ ସିଟ୍ ଅନୁମୋଦିତ ହୋଇଛି । ଏହି କୋର୍ସ୍‌ମାନେ ଓଡ଼ିଶା ସରକାର ଙ୍କ ଦ୍ୱାରା ଅନୁମୋଦିତ ଏବଂ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି, ଓଡ଼ିଶା ଦ୍ୱାରା ଅନୁବନ୍ଧିତ ହୋଇସାରିଛି । ବିପିୟୁଟି ଅଧିନସ୍ତ ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏକମାତ୍ର ଘରୋଇ ମହାବିଦ୍ୟାଳୟ, ଯେଉଁଠାରେ ଇଣ୍ଟିଗ୍ରେଟେଡ୍ ଏମ୍‌.ଏସ୍‌ସି. କୋର୍ସ୍ ଉପଲବ୍ଧ ଅଟେ । ଯଦି କୌଣସି ଛାତ୍ରଛାତ୍ରୀ ୩ବର୍ଷ ପଢ଼ିବା ପରେ ଏହି ପାଠ୍ୟକ୍ରମରୁ ଓହରିଯିବାକୁ ଚାହେଁ, ତେବେ ସେ ବି.ଏସ୍‌ସି. ଡିଗ୍ରୀ ପାଇଥାଏ । ଏହି କୋର୍ସ୍‌ରେ ନାମ ଲେଖାଇବା ପାଇଁ ଜେଇଇ ମେନ୍ / ଓଜେଇଇ ପ୍ରବେଶିକା ପରୀକ୍ଷା ଦେଇଥିବା ଆବଶ୍ୟକ । ଏହି ପାଠ୍ୟକ୍ରମ ଆରମ୍ଭ ଉପଲକ୍ଷେ ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଏହି କୋର୍ସ୍ ନୂତନ ଶିକ୍ଷାନୀତି ର ଯଥାର୍ଥତା ପ୍ରତିପାଦନ କରିବା ସହ ଛାତ୍ରଛାତ୍ରୀମାନଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ ହେବ ବୋଲି ମତବ୍ୟକ୍ତ କରିଛନ୍ତି । ଏହି ପାଠ୍ୟକ୍ରମ ଦ୍ୱାରା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ ବୋଲି ଅନୁଷ୍ଠାନର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ ଆଶାପୋଷଣ କରିଛନ୍ତି । ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କର ବି.ଟେକ୍‌. ପରୀକ୍ଷାମାନଙ୍କର ସଫଳତା ଭଳି ଏମ୍‌.ଏସ୍‌ସି. କାର୍ଯ୍ୟକ୍ରମ ମଧ୍ୟ ଏକ ସଫଳ ପାଠ୍ୟକ୍ରମ ହେବ ବୋଲି ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନୋଲୋଜି ଅଧ୍ୟକ୍ଷ ଇଂ.ଅଜୟ ମହାପାତ୍ର, ଏଡ୍‌ମିନିଷ୍ଟ୍ରେଟର୍ ଇଂ.ପୂର୍ଣ୍ଣେନ୍ଦୁ ମିଶ୍ର ମତବ୍ୟକ୍ତ କରିଛନ୍ତି । ଏହି ପାଠ୍ୟକ୍ରମ ଅନୁମୋଦନ ପାଇଁ ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଭି.ଶ୍ରୀନିବାସ ଓଡ଼ିଶା ସରକାର, ବିପିୟୁଟି କର୍ତୃପକ୍ଷ ଏବଂ ସମସ୍ତ ଅଭିଭାବକମାନଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ପାଠ୍ୟକ୍ରମ ସଂଯୋଗହେବା ପରେ ବିକାଶ ଗୁପ୍ ସମ୍ପୂର୍ଣ୍ଣରୂପେ କେଜି ରୁ ପିଜି କ୍ୟାମ୍ପସ୍‌ରେ ସଫଳ ରୂପାୟନ ହୋଇପାରିଛି ବୋଲି ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ କାରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ