-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ରାଜ୍ୟ

ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ନିଖୋଜ ଘଟଣ, ଶବ ମମିତା ଙ୍କ କି ନୁହଁ ସେ ନେଇ ତନାଘନା

19-Oct-2021



କଳାହାଣ୍ଡି(ସଂଜୀବ କୁମାର ଦାସ) କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ନିଖୋଜ ଘଟଣାରେ ଆଜି ହାଇସ୍କୁଲ ଷ୍ଟାଡିୟମ୍ ଖୋଳାଯାଇଥିଲା । ଏହି ଖୋଦେଇରେ ମାଟି ତଳୁ ଏକ ଦଗ୍ଧ ଶବ ଉଦ୍ଧାର ହୋଇଛି । ଶବଟି ମମିତାଙ୍କର କି ନୁହେଁ ସେନେଇ ତନାଘନା ଆରମ୍ଭ ହୋଇଯାଇଛି । ମମିତାଙ୍କ ପରିବାର ଲୋକଙ୍କୁ ଶବ ଚିହ୍ନଟ ପାଇଁ ଡକାଯାଇଛି । ତେବେ ଶବଟି ପୋଡି ଯାଇଥିବାରୁ ଚିହ୍ନିବା କଷ୍ଟକର ହୋଇପାରେ । ତେବେ ଡିଏନଏ ଟେଷ୍ଟ କରାଯିବା ପରେ କିଛି ତଥ୍ୟ ମିଳିବ ବୋଲି ଆଶା କରାଯାଉଛି । ତେବେ ଇତି ମଧ୍ୟରେ ସୂଚନା ମିଳିଛି ଯେ, ମାଟି ତଳୁ ସୁନା ଚେନ୍ ଓ ପାଉଁଜି ମିଳିଛି । ତେଣୁ ଏଥିରୁ ଅନୁମାନ କରାଯାଉଛି ଯେ, ଶବଟି ଜଣେ ମହିଳାଙ୍କର ହୋଇଥିବ । ତେବେ ଡିଏନଏ ଟେଷ୍ଟ ପରେ ହିଁ ଜଣାପଡ଼ିବ ଯେ, ମୃତଦେହଟି ମମିତାଙ୍କର କି ନୁହେଁ । କିନ୍ତୁ ପାରିପାଶ୍ୱିର୍କ ସ୍ଥିତିକୁ ଦେଖିଲେ ଯାହା ଆଶଙ୍କା କରାଯାଉଛି ଯେ, ଏହା ଏକ ଯୋଜନା ବଦ୍ଧ ହତ୍ୟା ଘଟଣା ।

ତେବେ ଆଜି ବଲାଙ୍ଗୀର ଓ କଳାହାଣ୍ଡି ପୋଲିସ୍ ମିଳିତ ଭାବରେ ଖୋଦେଇ କାର୍ଯ୍ୟ ଆରମ୍ଭ କରିଥିଲେ । ତେବେ ଏହା ଭିତରେ ମାଟି ତଳୁ ଏକ ଗଳିତ ଶବ ଉଦ୍ଧାର ହୋଇଛି । ତେବେ ଶବଟି ମମିତାଙ୍କର କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ । ତେବେ ଅନ୍ୟପଟେ ମମିତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ଏନେଇ ପରିବାର ଲୋକେ ସାଂଘାତିକ ଅଭିଯୋଗ ଆଣିଛନ୍ତି । ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ପରିବାର ଲୋକେ ଆହୁରି ମଧ୍ୟ କହିଛନ୍ତି ଯେ, ପୋଲିସ୍ ଉପରେ ଚାପ ପଡ଼ୁଥିବାରୁ ତଦନ୍ତ ବାଟବଣା ହେଉଛି । ମନ୍ତ୍ରୀଙ୍କ ଚାପରେ ପୋଲିସ୍ ଗୋବିନ୍ଦଙ୍କୁ ଛାଡ଼ି ଦେଇଥିବା ସନ୍ଦେହ କରିଛନ୍ତି । ତେଣୁ ଚାପ ନ ପଡ଼ିଲେ ୧୦ ଘଣ୍ଟା ମଧ୍ୟରେ ସତ ସାମ୍ନାକୁ ଆସିବ ବୋଲି ପରିବାର ଲୋକେ କହିଛନ୍ତି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like