-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଏସଟିଏଫ ଦ୍ୱାରା ବାଘ ଚମଡା ଜବତ,, ଆସାମୀ ଗିରଫ

19-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ,ସ୍ପେଶାଲ ଟାସ୍କ ଫୋର୍ସ ଗତକାଲି ମନମୁଣ୍ଡା ଥାନା କପାସିରା ନିକଟରୁ ଜଣେ ବ୍ୟକ୍ତିଙ୍କ ଠାରୁ ଦୁଇଟି ଚିତା ବାଘ ଚମଡା  ଜବତ କରିବା ସହ ଅଭିଯୁକ୍ତ କୁ ଗିରଫ କରିଥିବା ଜଣା ପଡିଛି l ବାଘ ଚମଡା କାରବାର ସହ ଜଡିତ ଅଭିଯୁକ୍ତ ଜଣକ କଣ୍ଟାମାଳ  ଥାନା  ନାରାୟଣପ୍ରସାଦ ପଂଚାୟତ ଲୁଣ୍ଡରୁ  ଗ୍ରାମର ଗଣରାମ ଭୋଇଙ୍କ ପୁଅ ଜିବର୍ଦ୍ଧନ ଭୋଇ (25) ବୋଲି ସୂଚନା  ମିଳିଛି l କିଛି ଦିନ ପୂର୍ବରୁ ମଧ୍ୟ ଭୁବନେଶ୍ୱରରୁ ଆସି ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍ ସେହି କପାସିରା ନିକଟରୁ ଆଉ ଏକ ବାଘ ଚମଡା ଜବତ୍ କରି ଅଭିଜୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା l ଏ ଘଟଣାରୁ ସ୍ପଷ୍ଟ ଅନୁମେୟ ହେଉଛି ମନମୁଣ୍ଡା ରେଞ୍ଜ କପାସିରା ଗ୍ରାମରେ ବାଘ ଚମଡା ଚୋରା କାରବାରର ଏକ ରାକେଟ୍ କାର୍ଯ୍ୟ କରୁଛି | ସବୁଠାରୁ ଆଶ୍ଚର୍ଯ୍ୟର କଥା ଭୁବନେଶ୍ବରରୁ ଆସି ସ୍ବତନ୍ତ୍ର ଟାସ୍କ ଫୋର୍ସ ବାଘ ଚମଡା ଚୋରା ବେପାରୀଙ୍କୁ ଧରି ବାଘ ଚମଡା ଜବତ୍ କରି ପାରୁଥିବା ବେଳେ ମନମୁଣ୍ଡା  ରେଞ୍ଜ କାର୍ଯ୍ୟାଳୟ ଠାରୁ ଦୁଇ କିଲୋମିଟର ଦୂରତା ଭିତରେ ଏ କାରବାର ହେଉଥିଲେ ମଧ୍ୟ ରେଞ୍ଜର୍ କେମିତି ଟେର ପାଇ ପାରୁନାହାନ୍ତି l ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ ବାଘ ଚମଡା ଚୋରା ବେପାରୀଙ୍କ ସହ ସ୍ଥାନୀୟ ବନ ବିଭାଗର କିଛି ଅଧିକାରୀ ଓ କର୍ମଚାରୀଙ୍କ ସଲl ସୁତୁରାରେ ଏ ରାକେଟ୍ କାର୍ଯ୍ୟ କରୁଛି | ମନମୁଣ୍ଡା ରେଞ୍ଜ ଅଧିକାରୀଙ୍କୁ କୌଣସି ସୂଚନା ଦେଲେ ତାହା ଚୋରା ବେପାରୀଙ୍କ କାନକୁ ଚାଲି ଯାଉଥିବା ହେତୁ ସୂଚନା ଦାତା ମାନେ ଭୁବନେଶ୍ବର ସ୍ବତନ୍ତ୍ର ଟାସ୍କ ଫୋର୍ସ ଓ ସି.ଆଇ.ଡି. କୁ ଖବର୍ ଦେଉଥିବା ଆଲୋଚନା ହେଉଛି | ଅନ୍ୟ ଅଭିଯୋଗ ଅନୁଯାୟୀ ବନ ବିଭାଗକୁ ମିଳୁଥିବା ମନରେଗା ଯୋଜନାର ଅନୁଦାନରେ ରେଞ୍ଜ ଅଧିନରେ ହେଉଥିବା ଜାଇକା, ଟ୍ରେଞ୍ଚ ଖୋଳା ଓ ଜଙ୍ଗଲ ରାସ୍ତା ନିର୍ମାଣ କାମରେ ଠିକାଦାର ସାଜିଥିବା ରେଞ୍ଜ ଅଧିକାରୀ ଓ କିଛି କର୍ମଚାରୀ ବେଶ୍ ଦୁଇ ପଇସା ରୋଜଗାର କରୁ ଥିବାରୁ ତାଙ୍କର ମୂଳ ଲକ୍ଷ୍ୟରୁ ଦୂରେଇ ଯାଇ ଆରାମ କରୁଥିବା ଚର୍ଚ୍ଚା ହେଉଛି | ବହୁ ଦିନ ଲେଖାଏଁ ଅଧିକାରୀ ମାନେ ଜିଲ୍ଲାରେ ରହି କାଠ, ଜନ୍ତୁ ଚମଡା ଓ ବନ୍ୟ ପ୍ରାଣୀ ଶିକାର କରୁଥିବା ଅପରାଧୀ ମାନଂକ ସହ ମଧୁ ଚନ୍ଦ୍ରିକା କରୁଥିବା ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି l ଡି. ଏଫ. ଓ. ମହାଶୟ ଏ ଦିଗରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାର ପରିବେଶ ଓ ବନ୍ୟ ଜନ୍ତୁ ପ୍ରେମୀ ମାନେ ଦାବି କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like