-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଗଜଲକ୍ଷ୍ମୀ ପୂଜା ପାଇଁ କଳସ ଯାତ୍ରା

19-Oct-2021



ବୀରମହାରାଜପୁର ( ବିନୋଦ ପାଣ୍ଡେ   ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ମୁର୍ଷୃଣ୍ଢୀ ଠାରେ ହେବାକୁ ଥିବା ୩୯ ତମ ଗଜଲକ୍ଷ୍ମୀ ପୂଜା ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।  ପୂଜା କମିଟି ର ସଦସ୍ଯ ଓ ଗ୍ରାମର ମହିଳା ମାନେ ଏକତ୍ରିତ ହୋଇ ନିକଟସ୍ଥ ପୋଖରୀ କୁ ଯାଇ 

ଗଙ୍ଗାମାତ ଙ୍କୁ ଆବାହନ କରି ପୂଜାର୍ଚ୍ଚନା କରିଥିଲେ । ଏକ ଆଧ୍ୟାତ୍ମିକ ପରିବେଶ ରେ ପୂର୍ଣ କଳସୀ ଧରି ନାମ ସଂକୀର୍ତ୍ତନ ସହ ହରିବୋଲ ହୁଳାହୁଳି   ଧ୍ବନିରେ ଗ୍ରାମ ପରିକ୍ରମା କରି ପଣ୍ଡପରେ ପହଞ୍ଚିଥିଲେ । ଚିତ୍ତରଞ୍ଜନ ସାହୁ ତାଙ୍କର ଧର୍ମ ପତ୍ନୀ ସୁନୀତା ସାହୁ କର୍ତ୍ତା ଭାବେ ଦାୟିତ୍ବ ତୁଲାଇ ଥିବା ବେଳେ ପଣ୍ଡିତ ସଚ୍ଚିଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିଲେ । ଆଜିଠାରୁ ଶହେରୁ ଅଧିକ କମିଟର  ସଦସ୍ଯ ନିଷ୍ଠା ଓ କାଷ୍ଠ ସହ ବ୍ରତ ଧାରଣ କରିଥାନ୍ତି । ଆସନ୍ତା କାଲି ଠାରୁ ତିନିଦିନ ଧରି  ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ ହେବ ଏବଂ ପ୍ରତ୍ୟେକ ଦିନ ରାମାୟଣ ପାରାୟଣ  ହେବା ସହ ସନ୍ଧ୍ୟାରେ ସମୟରେ

ଭୋଜନ ସମାରୋହ ଅନୁଷ୍ଠିତ ହେବା ନେଇ କମିଟିର ସଭାପତି ଲବକୁମାର ସାହୁ ସୂଚନା ଦେଇଛନ୍ତି । ପୂଜା କମିଟିର ରାଜଗୋପଲ ପାଣିଗ୍ରାହୀ, ସତ୍ଯ ମୋହନ ବେଦପାଣୀ, କୁଶ କୁମାର ସାହୁ, ବିଦ୍ୟାଧର ଖୁର୍ଡିଆ, ତ୍ରିୟଞ୍ଜିବ ମିଶ୍ର, ଧନଞ୍ଜୟ ସାହୁ, ବଳରାମ ପଧାନ, ଶାନ୍ତାନୁ ଖେତି , ସନ୍ତୋଷ ସମର୍ଥକ ସହ ଅନ୍ଯ ସଦ୍ୟସ ମାନେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like