-+91-9937148622 |
prerana_bgr@rediffmail.com |
Saturday 17th October 2026 |
R.N.I. Regd No. ODIODI/2010/46693
Breaking News
19-Oct-2021
କଣ୍ଟାବାଞ୍ଜି (ଆନନ୍ଦ ମୋଟେ) ମହାଲିଙ୍ଗ ପବ୍ଲିକ୍ ସ୍କୁଲରେ ଝିଅମାନଙ୍କ ମାର୍କ ବଢାଇବା ପାଇଁ ଦେହ ବ୍ୟବସାୟ କରାଯାଉଥିଲା; ମମିତାଙ୍କ ବାପାଙ୍କ ସୂଚନା ଆଧାରରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଭିଯୋଗ, କହିଲେ-ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମହାଲିଙ୍ଗ ସ୍କୁଲକୁ ବାରମ୍ବାର ଆସି ରାତି ବିତାଉଥିଲେ, ଘଟଣାର ସିବିଆଇ ତଦନ୍ତ କରାଯାଉ,ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଦାବି କରିଛନ୍ତି ।